ଏସ୍‌ଓଜିର କୋମ୍ବିଂ ଅପରେଶନ୍‌: ଗନ୍ଧମାର୍ଦ୍ଧନ ପାହାଡ଼ରେ ମାଓବାଦୀ କ୍ୟାମ୍ପ ଠାବ

ଖପ୍ରାଖୋଲ, ୫।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଧନ ପାହାଡ଼ରେ ଶନିବାର ସକାଳେ ଏସ୍‌ଓଜିର କୋମ୍ବିଂ ଅପରେଶନ୍‌ ବେଳେ ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ପୋଲିସ ପକ୍ଷରୁ ବ୍ୟାପକ ମାଓବାଦୀ ସାମଗ୍ରୀ ଜବତ ହୋଇଥିବା ବେଳେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଛନ୍ତି। ଘଟଣାସ୍ଥଳରେ ବଲାଙ୍ଗୀର ଏସ୍‌ପି ପହଞ୍ଚିଥିବା ଜଣାପଡ଼ିଛି।

Share