ଏସ୍‌ସିବି ମେଡିକାଲରେ ଅଘଟଣ: ତିନି ମହଲାରୁ ଡେଇଁ ରୋଗୀ ମୃତ

କଟକ ଅଫିସ, ୧୨।୧୦: କଟକ ଏସ୍‌ସିବି ମେଡିକାଲର ତିନି ମହଲାରୁ ଡେଇଁ ଶନିବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ନୂଆ ମେଡିସିନ ବିଭାଗ ନିରାଶ୍ରୟ ଓ୍ବାର୍ଡ ତିନି ମହଲାରେ ଥିବା ଏକ ଝରକା ଗ୍ରୀଲ ତାଡ଼ି ଜଣେ ରୋଗୀ ଡେଇଁପଡ଼ିଥିବା ଅନୁମାନ କରାଯାଉଛି। ତେବେ ତାଙ୍କ ପରିଚୟ ମିଳି ନ ଥିବା ବେଳେ କାରଣ ଅସ୍ପଷ୍ଟ ରହିଛି।

Share