ଏହି ଟିମ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ହେଲେ ସନି ଲିଓନି

ଦୁବାଇ,୩୧।୧୦: ଟି-୨୦ କ୍ରିକେଟ ପରେ ଏବେ ଟି-୧୦ ଲିଗ୍‌ ଆରମ୍ଭ ହେବାକୁ ଯାଉଛି। ନଭେମ୍ବର ୧୪ରୁ ଦୁବାଇରେ ହେବାକୁ ଥିବା ଏହି ଲିଗ୍‌ ପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି। ସବୁ ଫ୍ରାଞ୍ଚାଇଜ୍‌ ନିଜ ଦଳର ପାଇଁ ପ୍ରଚାରପ୍ରସାର ଆରମ୍ଭ କରିଦେଇଛନ୍ତି। ଏହି ଅବସରରେ ଦିଲ୍ଲୀ ବୁଲ୍ସ ଟିମ୍‌ର ଜର୍ସି, ସଙ୍ଗୀତ ଏବଂ ବ୍ରାଣ୍ଡ ଆମ୍ବାସାଡର ଘୋଷଣା କରିଛି। ଦୁବାଇରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦିଲ୍ଲୀ ବୁଲ୍ସ ଟିମ୍‌ ବଲିଉଡ ଅଭିନେତ୍ରୀ ସନି ଲିଓନିଙ୍କୁ ବ୍ରାଣ୍ଡଆମ୍ବାସାଡର ଘୋଷଣା କରିଛି। ଏହି ଟିମ୍‌ରେ ପାକିସ୍ତାନର ସୋଏବ ମଲିକ ଏବଂ ଆଫଗାନିସ୍ତାନର ମହମଦ ନବି, ପୂର୍ବତନ ଭାରତୀୟ ଖେଳାଳି ଜାହିର ଖାନ୍‌ ଭଳି ଖେଳାଳି ସାମିଲ ଅଛନ୍ତି। ଏହି ଟିମର ସହ ଯୋଡି ହୋଇ ବହୁତ ଖୁସି ଲାଗୁଛି ବୋଲି ସନି ଲିଓନି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri