ଏହି ଟିମ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ହେଲେ ସନି ଲିଓନି

ଦୁବାଇ,୩୧।୧୦: ଟି-୨୦ କ୍ରିକେଟ ପରେ ଏବେ ଟି-୧୦ ଲିଗ୍‌ ଆରମ୍ଭ ହେବାକୁ ଯାଉଛି। ନଭେମ୍ବର ୧୪ରୁ ଦୁବାଇରେ ହେବାକୁ ଥିବା ଏହି ଲିଗ୍‌ ପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି। ସବୁ ଫ୍ରାଞ୍ଚାଇଜ୍‌ ନିଜ ଦଳର ପାଇଁ ପ୍ରଚାରପ୍ରସାର ଆରମ୍ଭ କରିଦେଇଛନ୍ତି। ଏହି ଅବସରରେ ଦିଲ୍ଲୀ ବୁଲ୍ସ ଟିମ୍‌ର ଜର୍ସି, ସଙ୍ଗୀତ ଏବଂ ବ୍ରାଣ୍ଡ ଆମ୍ବାସାଡର ଘୋଷଣା କରିଛି। ଦୁବାଇରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦିଲ୍ଲୀ ବୁଲ୍ସ ଟିମ୍‌ ବଲିଉଡ ଅଭିନେତ୍ରୀ ସନି ଲିଓନିଙ୍କୁ ବ୍ରାଣ୍ଡଆମ୍ବାସାଡର ଘୋଷଣା କରିଛି। ଏହି ଟିମ୍‌ରେ ପାକିସ୍ତାନର ସୋଏବ ମଲିକ ଏବଂ ଆଫଗାନିସ୍ତାନର ମହମଦ ନବି, ପୂର୍ବତନ ଭାରତୀୟ ଖେଳାଳି ଜାହିର ଖାନ୍‌ ଭଳି ଖେଳାଳି ସାମିଲ ଅଛନ୍ତି। ଏହି ଟିମର ସହ ଯୋଡି ହୋଇ ବହୁତ ଖୁସି ଲାଗୁଛି ବୋଲି ସନି ଲିଓନି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେ ଯିବ ନାହିଁ ଚାମ୍ପିୟନ୍ସ ଟ୍ରଫି, ଭାରତର ପ୍ରତିବାଦ ପରେ ଆଇସିସିର ନିଷ୍ପତ୍ତି

ନୂଆଦିଲ୍ଲୀ,୧୫ା୧୧: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହେବ। ଏହା ପୂର୍ବରୁ ପ୍ରଚାର,ପ୍ରସାର ବା ସହର ପରିକ୍ରମା କରିବା ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ...

ବୁମ୍‌ରାଙ୍କୁ ଏମିତି ବାଉନ୍ସର ମାରିଲେ ରିଷଭ ପନ୍ତ: ପରିଣାମ ହେଲା ଏମିତି….

ସିଡନୀ,୧୫।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ନଭେମ୍ବର ୨୨ରୁ ଆରମ୍ଭ ହେଉଛି। ପ୍ରଥମ ଟେଷ୍ଟ ମ୍ୟାଚ ପର୍ଥ ଷ୍ଟାଡିୟମରେ ଖେଳାଯିବ ଏବଂ ଟିମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିବେ ମ୍ୟାଚ୍‌

ଜୋହାନ୍ସବର୍ଗ, ୧୫ା୧୧ (ପି.ଟି.): ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଚତୁର୍ଥ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ ଏଠାରେ ଶୁକ୍ରବାର ହେବ। ସିରିଜରେ ଭାରତ ୨-୧ରେ...

ଗୋଟିଏ ଭୁଲ୍‌ ପାକିସ୍ତାନକୁ ପଡ଼ିବ ଭାରି: ଭାରତକୁ ମିଳିପାରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ ଦାୟିତ୍ୱ

ନୂଆଦିଲ୍ଲୀ,୧୫।୧୧: ଚାମ୍ପିଅନ୍ସ ଟ୍ରଫି ମାମଲା ଏବେ ଏକ ଭିନ୍ନ ମୋଡ଼ ନେଇଛି। ଏହି ଆଇସିସି ଟୁର୍ନାମେଣ୍ଟ ବର୍ତ୍ତମାନ ପାକିସ୍ତାନରେ ନୁହେଁ, ବରଂ ଭାରତରେ ଆୟୋଜିତ ହୋଇପାରିବ।...

ରବି ଶାସ୍ତ୍ରୀଙ୍କ ଚେତାବନୀ, କହିଲେ ‘ନିଜ ସାମ୍ରାଜ୍ୟକୁ ଫେରିଛନ୍ତି ରାଜା’

ନୂଆଦିଲ୍ଲୀ,୧୪।୧୧: ପୂର୍ବତନ ଭାରତୀୟ କ୍ରିକେଟ ଟିମ୍‌ର ପ୍ରଶିକ୍ଷକ ରବି ଶାସ୍ତ୍ରୀ ବିରାଟ କୋହଲିଙ୍କ ସମାଲୋଚକଙ୍କୁ ଉପଯୁକ୍ତ ଉତ୍ତର ଦେଇଛନ୍ତି। ରବି ଶାସ୍ତ୍ରୀ ବିରାଟ କୋହଲିଙ୍କୁ ସମର୍ଥନ...

ଟିମ ଇଣ୍ଡିଆକୁ ଫେରିବେ ସଚିନ ତେନ୍ଦୁଲକର! ବିସିସିଆଇକୁ ବଡ଼ ପ୍ରସ୍ତାବ ଦେଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୧୪।୧୧: ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ଟ୍ରଫି ଆରମ୍ଭ ହେବାକୁ ଯାଉଛି। ଆସନ୍ତା ୨୨ ତାରିଖରୁ ପର୍ଥରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ଆରମ୍ଭ...

ତିନିବର୍ଷ ପାଇଁ ଘୋଷଣା ହେଲା ରାଜ୍ୟ ଚଳଚିତ୍ର ପୁରସ୍କାର: ବାଜି ମାରିନେନେଲା ଏହି ଚାରି ସିନେମା

ଭୁବନେଶ୍ୱର,୧୪।୧୧: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର...

ଭରା ଦର୍ଶକଙ୍କ ଆଗରେ ପ୍ରଦର୍ଶନ କରୁଥିଲେ ମିକା ସିଂହ; ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଲେ ପାକିସ୍ତାନୀ ପ୍ରଶଂସକ

ମୁମ୍ବାଇ: ବଲିଉଡ ତଥା ପଞ୍ଜାବୀ ଗାୟକ ମିକା ସିଂହ ନିଜର ହିଟ୍ ଗୀତ ପାଇଁ କେବଳ ଭାରତରେ ନୁହେଁ ବିଶ୍ୱରେ ପ୍ରସିଦ୍ଧ। ଅନେକ ବ୍ଲକବଷ୍ଟର ଗୀତାରେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri