Categories: ଜାତୀୟ

ଏୟାରପୋର୍ଟରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଆଲର୍ଟ ଜାରି

ଶ୍ରୀନଗର, ୧୭।୫: ଜମ୍ମୁ-କଶ୍ମୀରରର ଶ୍ରୀନଗର ଏବଂ ଅବନ୍ତିପୋରା ଏୟାରବେସ୍‌ରେ ଆତଙ୍କବାଦୀଙ୍କ ଯୋଜନା ରହିଛି। ସୁରକ୍ଷା ଏଜେନ୍ସୀ ପକ୍ଷରୁ ଏନେଇ ଆଲର୍ଟ ଜାରି କରାଯାଇଛି। ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଶୋପିଆରେ ଗୁରୁବାର ଆତଙ୍କବାଦୀଙ୍କ ପକ୍ଷରୁ ଆକ୍ରମଣ ହେବା ପରେ ସୁରକ୍ଷା ଏଜେନ୍ସି ପକ୍ଷରୁ ଚାରିଆଡେ ସୈନ୍ୟ ବଳ ଯୋଗାଇ ଦିଆଯାଇଛି।

Share