ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ ଛୁଇଁଲା

ଭୁବନେଶ୍ୱର,୨।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୫ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରେ  ୨ଜଣ ମହିଳା ଏବଂ  ୩ଜଣ ପୁରୁଷ ଅଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚୀତ କରାଯାଇଛି।

Share