ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଛୁଇଁଲା

ଭୁବନେଶ୍ୱର,୨୩।୪(ବ୍ୟୁରୋ) – ରାଜ୍ୟରେ ପୁଣି ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଁଚିଛି। ଏ ସମ୍ପର୍କରେ ଗୁରୁବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି ଯାଜପୁର ଜିଲ୍ଲାର ବୋଲି ସୂଚନା ମିଳିଛି।

Share