ଓଲଟିଲା ଗାଡ଼ି, ଲୋକେ ନେଇଗଲେ କୁକୁଡ଼ା

ବଡ଼ଗାଁ,୨୬।୩(ଅଶୋକ ଷଡ଼ଙ୍ଗୀ)-ବଡ଼ଗାଁ ଷ୍ଟେଟବ୍ୟାଙ୍କ ନିକଟ ରାଜ୍ୟ ରାଜପଥରେ ମଙ୍ଗଳବାର ସକାଳେ ଦୁର୍ଘଟଣାରେ ଏକ କୁକୁଡ଼ା ବୋଝେଇ ପିକ୍‌ଅପ୍‌ ଗାଡ଼ି ଓଲଟି ପଡ଼ିଥିଲା। ଏହାର ସୁଯୋଗ ନେଇ ଲୋକମାନେ କୁକୁଡ଼ା ସବୁ ଝାଂପି ନେଇ ଦୌଡ଼ି ପଳାଇଥିଲେ। ସୁନ୍ଦରଗଡ଼ ପଟୁ ରାଉରକେଲା ଯାଉଥିବା ଏକ କୁକୁଡ଼ା ବୋଝେଇ ପିକଅପ ଗାଡ଼ି ପଛପଟୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ କୁକୁଡ଼ା ବୋଝେଇ ଗାଡ଼ି ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ପୋଲିସ ସୂଚନା ପାଇ ପହଞ୍ଚିଥିଲେ ଓ ବିପଦ ସଙ୍କୁଳ ଅବସ୍ଥାରେ ଗାଡ଼ି ଥିବାରୁ ଲୋକଙ୍କୁ ବୁଝାଇଥିଲେ। ଏହି ଦୁର୍ଘଟଣାରେ ଗାଡ଼ି ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Train derail: କାମାକ୍ଷା ଏକ୍ସପ୍ରେସ୍‌ ଲାଇନଚ୍ୟୁତ ପରେ ଫସି ରହିଛନ୍ତି ଯାତ୍ରୀ, କରାଗଲା ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା

ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ହୋଇଛି। ଏହି ଘଟଣାରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ...

କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ: ଜଣେ ଯାତ୍ରୀ ମୃତ, ୭ ଆହତ

ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହେବାରୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭...

କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ଘଟଣା: ହେଲ୍ପଲାଇନ ନମ୍ବର ଜାରି କଲା ପୂର୍ବତଟ ରେଳପଥ

ଚୌଦ୍ୱାର,୩୦ା୩: ରବିବାର ମଧ୍ୟାହ୍ନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ହେବା ପରେ ହେଲ୍ପଲାଇନ୍‌ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍‌ ନମ୍ବର-...

ବଦଳିଲା ଅନେକ ଟ୍ରେନ୍‌ର ଗତିପଥ

ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ୧୧ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ଏକାଧିକ ଯାତ୍ରୀ ଆହତ...

ବାଲି ବୋଝେଇ ଟ୍ରାକ୍ଟର ଓଲଟି: ଦୁଇ ଯୁବକଙ୍କ ମୃତ୍ୟୁ

ନୂଆପଡା,୩୦।୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଅବସ୍ଥିତ ଯୁନାପନି ଗ୍ରାମରେ ବାଲି ବୋଝେଇ ଟ୍ରାକ୍ଟର ଓଲଟି ରବିବାର...

Big Breaking: ନିର୍ଗୁଣ୍ଡିରେ ଲାଇନ୍‌ଚ୍ୟୁତ ହେଲା କାମାକ୍ଷା ଏକ୍ସପ୍ରେସର ୧୧ ବଗି

ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା...

କଳାହାଣ୍ଡିର ମାଟିରେ ତିଆରି ହେଉଛି କ୍ରିକେଟ ପିଚ୍‌: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗସ୍ତ କରିଛନ୍ତି। ପୂର୍ବାହ୍ନ ୧୧ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣାନଗର...

ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ,  ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ

ରାଇକିଆ,୩୦।୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା  ରାଇକିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image