Categories: ଜାତୀୟ

ଓଲଟିଲା ଡଙ୍ଗା: ୨୦ ନିଖୋଜ

ମେଦିନାପୁର, ୩୦।୯: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁରରେ ଏକ ଅଘଟଣ ଘଟିଛି। ପୂର୍ବ ମେଦିନାପୁରରେ ଏକ ଡଙ୍ଗା ବୁଡିଯିବାରୁ ୨୦ ଜଣ ଲୋକ ନିଖୋଜ ହୋଇଯାଇଛନ୍ତି। ଆବଶ୍ୟକଠାରୁ ଅଧିକ ଲୋକ ଡଙ୍ଗାରେ ଥିବାରୁ ତାହା ଓଲଟି ପଡିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏନଡିଆରଏଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି।

Share