Categories: ଜାତୀୟ

ଓଲଟିଲା ସ୍କୁଲ ବସ୍‌, ୫ ଛାତ୍ର ଗୁରୁତର

ଭୋପାଳ,୧୮।୧୦: ମଧ୍ୟପ୍ରଦେଶର ହୋଶଙ୍ଗାବାଦରେ ଶୁକ୍ରବାର ସକାଳୁ ଏକ ଅଭାନୀୟ ଘଟଣା ଘଟିଛି। ୩୫ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ବସ୍‌ ଓଲଟି ପଡିଛି। ଫଳରେ ୫ ଛାତ୍ର ଗୁରୁତର ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସୂଚନାଯୋଗ୍ୟ, କ୍ୟାମ୍ପିଅନ୍‌ ସ୍କୁଲ ବସ୍‌ଟି ଶୁକ୍ରବାର ସକାଳୁ ଛାତ୍ରଛାତ୍ରୀଙ୍କୁ ନେଇ ସ୍କୁଲ ଯାଉଥିବାବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିଲା।

Share