Posted inVideo

ଓଡ଼ିଶାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ | First case of coronavirus in Odisha

Featured Video Play Icon

ଓଡ଼ିଶାରେ ଚିହ୍ନଟ ହୋଇଛି ପ୍ରଥମ କରୋନା ଭାଇରସ୍ ପଜିଟିଭ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସଂପୃକ୍ତ ଯୁବକଙ୍କ ଚିକିତ୍ସା କରାଯାଉଛି । ସଂପୃକ୍ତ ଯୁବକ ଜଣକ ଇଟାଲୀରେ ଗବେଷଣା କରୁଥିଲେ । ଗତ କିଛି ଦିନ ତଳେ ସେ ଇଟାଲୀରୁ ଫେରି ଦିଲ୍ଲୀରେ ପହଂଚିବା ବେଳେ ତାଙ୍କର ସ୍କ୍ରିନିଂ କରାଯାଇଥିଲା । ସେଠାରୁ ଭୁବନେଶ୍ୱର ଫେରିବା ପରେ ତାଙ୍କୁ ଥଣ୍ଡା, ଜ୍ୱର ଲଗାତାର ହେବାରୁ କ୍ୟାପିଟାଲ ହସ୍ପିଟାଲରେ ପରୀକ୍ଷା କରାଇଥିଲେ । ଗତକାଲି ତାଙ୍କ ରିପୋର୍ଟ ପଜିଟିଭ ଆସିଥିବା ସରକାରୀ ଭାବେ ଜଣାପଡିଛି ।

 

The first confirmed case of novel coronavirus was reported in Odisha Monday after a researcher who returned from Italy tested positive for it. The 33-year-old man is being treated at Capital Hospital. The patient reached Delhi from Italy March 6 and travelled to Bhubaneswar by train March 12. He consulted a doctor March 13, complaining of fever and headache.


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Featured Video Play Icon

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

ଓଡ଼ିଶାର ଜୀବନ ରେଖା ‘ମହାନଦୀ’। ବିଷାକ୍ତ ହେବାରେ ଲାଗିଛି ରାଜ୍ୟର ପଶ୍ଚିମରୁ ପୂର୍ବକୁ ଲମ୍ବିଥିବା ଜୀବନରେଖା । ଚାରିଆଡ଼େ ଖାଲି ପ୍ରଦୂଷଣ… ପ୍ରଦୂଷଣ… ଆଉ ପ୍ରଦୂଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri