କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣା: ତଦନ୍ତ ପାଇଁ ଗଠନ ହେଲା ତିନିଜଣିଆ କମିଟି

ଭୁବନେଶ୍ୱର,୨୩।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ମୁତୟନ ଘଟଣାର ତଦନ୍ତ ପାଇଁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଗୁରୁବାର ତିନି ଜଣିଆ କମିଟି ଗଠନ କରାଯାଇଛି। ରାଜ୍ୟ ସଭା ସଦସ୍ୟ ରଞ୍ଜୀବ ବିଶ୍ୱାଳଙ୍କ ନେତୃତ୍ୱରେ ଗଠିତ କମିଟିରେ କଂଗ୍ରେସର ବରିଷ୍ଠ ନେତା ବଟକୃଷ୍ଣ ତ୍ରିପାଠୀ ଏବଂ ନିଶିକାନ୍ତ ମିଶ୍ର ସଦସ୍ୟ ରହିଛନ୍ତି। ଖୁବ୍‌ଶୀଘ୍ର ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ ପିସିସି ତରଫରୁ କମିଟିକୁ କୁହାଯାଇଛି।

ସୂଚନାଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସର ପ୍ରଦର୍ଶନ ଖରାପ ହେବା ନେଇ ସମୀକ୍ଷା ବୈଠକରେ ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ କଥା କଟାକଟିକୁ ନେଇ ଗତ ଶୁକ୍ରବାର ଉତ୍ତେଜନା ପ୍ରକାଶ ପାଇଥିଲା। ପୂର୍ବତନ ଛାତ୍ର କଂଗ୍ରେସ ପୂର୍ବତନ ଆବାହକ ଇତିଶ ପ୍ରଧାନ ନିଜ ସମର୍ଥକଙ୍କ ସହ ଧାରଣାରେ ବସିଥିଲେ। ଦଳୀୟ କାର୍ଯ୍ୟାଳୟରେ ଏଭଳି ପରିସ୍ଥିତି ଲାଗି ରହିଥିବାବେଳେ ବାଉନ୍ସରଙ୍କୁ ଆସି ଜଗିବାର ଚିତ୍ର ଲକ୍ଷ୍ୟ କରାଯାଇଥିଲା। ନିରଞ୍ଜନଙ୍କ ସୁରକ୍ଷା ପାଇଁ ସେମାନଙ୍କୁ ଡକାଯାଇଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ କବ୍‌ଜାରେ ରଖି ମାଗୁଛନ୍ତି ୨ ଲକ୍ଷ: ବୈକୁଣ୍ଠଧାମ ଆଶ୍ରମ କର୍ତ୍ତୃପକ୍ଷଙ୍କ ନାମରେ ସଙ୍ଗିନ ଅଭିଯୋଗ ଆଣିଲେ କେନ୍ଦୁଝର ଯୁବକ

ଭୁବନେଶ୍ୱର,୨୭ା୧୧(ସତ୍ୟଜିତ୍‌ ରାଉତ):ଭରତପୁର ଥାନା ଅନ୍ତର୍ଗତ ଘାଟିକିଆ ମୌଜାରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମ ବିରୋଧରେ ପୁଣି ଏକ ସଙ୍ଗିନ ଅଭିଯୋଗ ଆସିଛି। ଆଶ୍ରମ କର୍ତ୍ତୃପକ୍ଷ ତାଙ୍କ...

୨୯ରେ ମୋଦିଙ୍କ ମେଗା ରୋଡ଼ ଶୋ’: ୨ ଘଣ୍ଟା ପର୍ଯ୍ୟନ୍ତ କରିବେ ଦଳୀୟ ନେତାଙ୍କ ସହ ମାରାଥନ୍‌ ବୈଠକ

ଭୁବନେଶ୍ୱର, ୨୭ା୧୧(ସୁନିତ୍‌ ମିଶ୍ର):ଓଡ଼ିଶାରେ ଭାଜପା ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ୟ ଥର ଲାଗି ଆସନ୍ତା ୨୯ରେ ୩ ଦିନିଆ ଓଡ଼ିଶା ଗସ୍ତରେ...

ଶୀତର ଲହରି ଜାରି: ୩୦ରୁ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୧୧(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି...

୭ ମାସରେ ରାଜ୍ୟରେ ୪୧ ହାତୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୭ା୧୧ (ବନ୍ଦନା ସେଠୀ):ରାଜ୍ୟରେ ହାତୀ-ମଣିଷ ଲଢେଇ ବଢିବାରେ ଲାଗିଛି। ଗତ ୩ବର୍ଷରେ ହାତୀ ଆକ୍ରମଣରେ ୬୬୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ୫୦୯ଜଣ ଲୋକ ହାତୀ...

ଖାଲି ପଡ଼ିଥିବା ସୂଚନା କମିଶନ ପଦବୀ: ଓଡ଼ିଶାରେ ୬ରୁ ୪ ଖାଲି

ଭୁବନେଶ୍ୱର,୨୭ା୧୧(ଅନିଲ ଦାସ): ୨୦୨୩ରେ ଏକ ମାମଲାର ଶୁଣାଣି ବେଳେ କେନ୍ଦ୍ର ଓ ରାଜ୍ୟଗୁଡ଼ିକର ସୂଚନା କମିଶନରେ ଖାଲି ପଡ଼ିଥିବା ପଦବୀ ପୂରଣରେ ବିଫଳତାକୁ ନେଇ ସୁପ୍ରିମକୋର୍ଟ...

ପୁଞ୍ଜିନିବେଶ ନାଁରେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ

କଟକ,୨୬।୧୧: ପୁଞ୍ଜିନିବେଶ ନାଁରେ ଜଣେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ କରିବା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି...

୮ କେଜି ଗଞ୍ଜେଇ, ଲକ୍ଷ୍ୟଧିକ ଆତ୍ମସାତ: ଏସଆଇ ନିଳମ୍ବିତ, ୨ ଏଏସଆଇ, ୨ କନଷ୍ଟେବଳ ବଦଳି

ଖୋର୍ଦ୍ଧା,୨୬।୧୧(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ଜିଲାରେ ଗଠେଇ ଚୋରା ମଦ, ଧଳା ଜହର କାରବାର ବଢିବାରେ ଲାଗିଛି। ଜିଲାର ବୋଲଗଡ ଓ ବେଗୁନିଆ ବ୍ଲକରେ ନିଶା...

୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍

ନୟାଗଡ଼,୨୬।୧୧: ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri