କଟକ କୃଷକ ବଜାର ବସ୍ତି ଉଚ୍ଛେଦ ଘୋଷଣା ଓ ପ୍ରଶାସନର ମନମୁଖୀ କାର୍ଯ୍ୟକଳାପ ବିରୋଧରେ ବସ୍ତି ବାସିନ୍ଦା ମିଳିତ ମଞ୍ଚ ପକ୍ଷରୁ କଟକ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ।