କନ୍ଧମାଳରେ ଦଣ୍ଡ ଯାତ୍ରାକୁ ମିଳିଲା ଅନୁମତି: ବୌଦ୍ଧରେ କେବେ ?

ବାଉଁଶୁଣୀ,୨୮।୩( ଡି.ଏନ୍‌. ଏ.): ଗଞ୍ଜାମ ପରେ କନ୍ଧମାଳ ଜିଲାପାଳ ଦଣ୍ଡଯାତ୍ରାକୁ ଅନୁମତି ମିଳିଛି। ତେବେ ବୌଦ୍ଧରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର ଏ ନେଇ କେବେ ଅନୁମତି ଦେବେ ସେଥିପାଇଁ ଦଣ୍ଡ ଯାତ୍ରା ପାର୍ଟିର ଆୟୋଜକ, ଦଣ୍ଡୁଆ ଓ ଭକ୍ତମାନେ ଚାତକ ପରି ଅପେକ୍ଷା କରି ରହିଛନ୍ତି। ଜିଲାରେ ଦଣ୍ଡ ଯାତ୍ରାକୁ ଅନୁମତି ଦେବା ପାଇଁ ଜିଲାପାଳଙ୍କୁ ଜନ ଅଧିକାର ସୁରକ୍ଷା ମଞ୍ଚ ମାର୍ଚ୍ଚ ୨୦ ତାରିଖରେ ଲିଖିତ ଭାବେ ଅନୁରୋଧ କରିଥିଲେ ମଧ୍ୟ ତାହା ଉପରେ ଜିଲାପାଳ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନାହାନ୍ତି l ଦଣ୍ଡକୁ ଅନୁମତି ଦେବା ଦାବିରେ ଆୟୋଜକମାନେ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଆଗରେ ଧାରଣା ମଧ୍ୟ ଦେଇଥିବା ଦେଖିବାକୁ ମିଳିଥିଲା l
ଶନିବାର କନ୍ଧମାଳ ଜିଲାପାଳ ଦଣ୍ଡ ଯାତ୍ରା ଆୟୋଜନ ପାଇଁ ସର୍ତ୍ତଭିତ୍ତିକ ଅନୁମତି ପ୍ରଦାନ କରିବା ପରେ ଦିନେ ଦୁଇ ଦିନ ମଧ୍ୟରେ ବୌଦ୍ଧ ଜିଲାପାଳ ମଧ୍ୟ ଏ ସମ୍ପର୍କରେ କିଛି ନିଷ୍ପତ୍ତି ନେଇପାରନ୍ତି ବୋଲି ଜନସାଧାରଣରେ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ନେଇ କର୍ମଶାଳା

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରଶିକ୍ଷଣ କର୍ମଶାଳା ଗୁରୁବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି।...

ମୌଳିକ ସୁବିଧାରୁ ବଞ୍ଚିତ ବାର୍ଷିକୋଣା ଗାଁ: ପ୍ରଶାସନିକ ଦୃଷ୍ଟି ଆଢୁଆଳରେ ନିରୀହ ଗ୍ରାମବାସୀ

ଥୁଆମୂଳ ରାମପୁର,୨୪ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ପଞ୍ଚାୟତ ଅଧିନସ୍ଥ ବାର୍ଷିକୋଣା ଗ୍ରାମବାସୀ ସ୍ବାଧୀନତାର ୭୮ ବର୍ଷ ପରେ ମଧ୍ୟ...

ଜାତୀୟ ପଞ୍ଚାୟତ ରାଜ ଦିବସରେ ହିତାଧିକାରୀଙ୍କୁ ମିଳିଲା ନୂତନ ରାଶନ କାର୍ଡ

କର୍ଲାମୁଣ୍ଡା,୨୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଡ଼ିଓ ଦେବେନ୍ଦ୍ର...

“ସେନାର ଆବଶ୍ୟକତା ନାହିଁ, ଆତଙ୍କବାଦୀଙ୍କୁ ଆମ ହାତରେ ଦେଇଦିଅ”: ମୃତ ଘୋଡ଼ା ଚାଳକଙ୍କ ମାଉସୀ

ନୂଆଦିଲ୍ଲୀ,୨୪।୪: ଜମ୍ମୁ ଓ କାଶ୍ମୀରର ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ କେବଳ ଜଣେ ସ୍ଥାନୀୟ ବ୍ୟକ୍ତି, ସୟେଦ ଆଦିଲ ହୁସେନଙ୍କର ମୃତ୍ୟୁ ଘଟିଛି। ଆଦିଲ ପର୍ଯ୍ୟଟକମାନଙ୍କୁ...

Pahalgam Terror Attack: କେମିତି ଥିଲା ଆତଙ୍କବାଦୀଙ୍କ ଚେହେରା, କୁନି ପୁଅ ବଖାଣିଲା…

ଶ୍ରୀନଗର,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ଏବଂ ଅଳ୍ପକେ ରକ୍ଷା ପାଇଥିବା ଲୋକଙ୍କ ଦୁଃଖର କାହାଣୀ ବିଶ୍ୱକୁ ଶୁଣାଉଛନ୍ତି। ଏହି Terror...

ଡାଇବେଟିସ୍‌ ରୋଗୀ ଖାଇପାରିବେ କି ତରଭୁଜ: ଜାଣନ୍ତୁ କ’ଣ କୁହନ୍ତି ଏକ୍ସପର୍ଟ

ଗ୍ରୀଷ୍ମ ଋତୁରେ ପ୍ରାୟ ସବୁଠାରେ ତରଭୁଜ ବିକ୍ରି ହେଉଥିବା ଦେଖିବାକୁ ମିଳେ। ଏହା କେବଳ ସ୍ବାଦରେ ମିଠା ନୁହେଁ ବରଂ ଶରୀରକୁ ଥଣ୍ଡା ମଧ୍ୟ କରିଥାଏ।...

ଦୀର୍ଘ ୩ ଦିନ ପରେ ପାଗଳ ମାଙ୍କଡ଼କୁ କାବୁ କଲା ବନ ବିଭାଗ

ଗଞ୍ଜାମ,୨୪ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ଦିନ ହେବ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଥିଲେ। ଗତ ମଙ୍ଗଳବାର...

ତୁମୁଡିବନ୍ଧରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ: ସଭା କାର୍ଯ୍ୟରେ ଫାଙ୍କା ପଡ଼ିଲା ଚୌକି

ତୁମୁଡିବନ୍ଧ,୨୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ପ୍ରଶାସନ ପକ୍ଷରୁ ଗୁରୁବାର ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ହେଲେ ଅଳ୍ପ ସଂଖ୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image