Advertisement

କନ୍ଧମାଳ ଲୋକସଭା, ଫୁଲବାଣୀ ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ

ଫୁଲବାଣୀ/ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା କନ୍ଧମାଳ ଲୋକସଭା ବିଜେଡି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ୧୯୨୯ ଭୋଟ ପାଇଥିବାବେଳେ ଭାଜପା ପ୍ରାର୍ଥୀ ଐରଖାରବେଳ ସ୍ବାଇଁ ୧୩୫୬ ଭୋଟ ପାଇଛନ୍ତି। ସେହିପରି ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଫୁଲବାଣୀ ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ଅଙ୍ଗଦ କହଁର ୩୯୬୨, ବିଜେପି ପ୍ରାର୍ଥୀ ଦେବନାରାୟଣ ପ୍ରଧାନ ୭୮୯ ଓ କଂଗ୍ରେସ ପ୍ରାର୍ଥୀ କିଶୋର କହଁର ୭୫୧ ଭୋଟ ପାଇଥିବା ଜଣାପଡିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share