Categories: ଖେଳ

କବିରଙ୍କୁ ଟାଇଟଲ

ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)-
ଅହମ୍ମଦାବାଦସ୍ଥିତ ର଼୍ୟାକେଟ ଏକାଡେମୀରେ ଅନୁଷ୍ଠିତ ଏଆରଏ-ଏଆଇଟିଏ ନ୍ୟାଶନାଲ ସିରିଜ ଟେନିସ ଟୁର୍ନାମେଣ୍ଟର ୧୮ ବର୍ଷରୁ କମ୍‌ ବାଳକ ବର୍ଗରେ ଓଡ଼ିଶାର କବିର ହଂସ ଟାଇଟଲ ବିଜୟୀ ହୋଇଛନ୍ତି। ଫାଇନାଲରେ କବିର ଅହମ୍ମଦାବାଦର ମୋହିତ ବୋନ୍ଦେରେଙ୍କୁ ୬-୨, ୫-୭, ୬-୨ ସେଟ୍‌ରେ ପରାସ୍ତ କରିଛନ୍ତି। ୧୬ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ୨୧ରେ ଶେଷ ହୋଇଥିଲା।

Share