କବିସୂର୍ଯ୍ୟନଗରରେ ଲତିକା ଆଗୁଆ

ବେଗୁନିଆପଡ଼ା,୨୩।୫(ଡି.ଏନ୍‌.ଏ.)-ଦଶମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥନୀ ଲତିକା ପ୍ରଧାନ ୨୨,୫୬୯ ଭୋଟ ପାଇ ଆଗରେ ଥିବା ବେଳେ ଭାଜପା ପ୍ରାର୍ଥୀ ରଞ୍ଜନ ପଲାଇ ୧୨,୭୪୯ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ବିଜୟ କୁମାର ସାହେୁ ୧୮୪୪ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ଲତିକା ୯୮୨୦ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।

Share