Posted inଜାତୀୟ

କରୁଣାନିଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଷ୍ଟାଲିନ୍‌

ଚେନ୍ନାଇ,୩।୬: ପୂର୍ବତନ ତାମିଲନାଡୁ ମୁଖ୍ୟମନ୍ତ୍ରୀ ତଥା ଡିଏମ୍‌କେ ଅଧ୍ୟକ୍ଷ ସ୍ବର୍ଗତଃ ଏମ୍‌ କରୁଣାନିଧିଙ୍କୁ ତାଙ୍କ ୯୫ ତମ ଜନ୍ମ ଦିବସ ଉପଲକ୍ଷେ ଦଳର ବହୁ ନେତା ଓ ତାଙ୍କ ପୁଅ ତଥା ଡିଏମ୍‌କେ ମୁଖ୍ୟ ଏମ୍‌କେ ଷ୍ଟାଲିନ୍‌ ସୋମବାର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସୂଚନାଯୋଗ୍ୟ, ୫ଥର ମୁଖ୍ୟମନ୍ତ୍ରୀ ଓ ପାଖାପାଖି ୫୦ ବର୍ଷଧରି ଡିଏମ୍‌କେର ଅଧ୍ୟକ୍ଷ ଦାୟିତ୍ୱ ସମ୍ଭାଳିଥିଲେ କରୁଣାନିଧି। ବାର୍ଦ୍ଧବ୍ୟ ଜନିତ ରୋଗ ଓ ଇନ୍‌ଫେକସନ୍‌ ଯୋଗୁ ଗତବର୍ଷ ଅଗଷ୍ଟ ମାସରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ଡିଏମ୍‌କେ ନେତୃତ୍ୱ ନେଇଥିଲେ ପୁଅ ଏମ୍‌କେ ଷ୍ଟାଲିନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଚୁପ୍‌ ରହିଲେ ମିଳିବ ୧ଲକ୍ଷ ଡଲାର…ଏହି ମହିଳାଙ୍କୁ ମସ୍କ କାହିଁକି ଦେଲେ ଏମିତି ସାଂଘାତିକ ଅଫର୍‌

ନୂଆଦିଲ୍ଲୀ,୧୬।୪: ଆମେରିକୀୟ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଆଶ୍ଲେଷ୍ଟ କ୍ଲେୟାର (୨୬) ଦାବି କରିଛନ୍ତି ଯେ ଟେସଲା ଓ ସ୍ପେସଏକ୍ସ ମୁଖ୍ୟ ଏଲନ ମସ୍କ (୫୩) ତାଙ୍କ...

Jio Plan: ୨୬ଟଙ୍କାରେ ମିଳିବ ମାସେ ଯାଏ ଭ୍ୟାଲିଡିଟି, ଜିଓର ଧମାକାଦାର ପ୍ଲାନ

ଜିଓ ୟୁଜର୍ସଙ୍କ ପାଇଁ ଖୁସି ଖବର। ଏଣିକି ଉପଭୋକ୍ତାମାନଙ୍କୁ ମାତ୍ର 26 ଟଙ୍କାରେ 28 ଦିନର ବୈଧତା ସହିତ ସବୁଠାରୁ ଶସ୍ତା ପ୍ଲାନ ମିଳିବ। ଏହି...

ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା, ୨୫ବର୍ଷ ପରେ ଜେଲରୁ ମୁକୁଳିଲେ ଦାରା ସିଂଙ୍କ ସହଯୋଗୀ ମହେନ୍ଦ୍ର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଦୋଷୀ ମହେନ୍ଦ୍ର ହେମ୍ରମଙ୍କୁ ଜେଲରୁ ମୁକ୍ତି ମିଳିଛି। ମହେନ୍ଦ୍ର...

ମହାଦେବ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲା: ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଇଡିର ଚଢାଉ

ଭୁବନେଶ୍ୱର,୧୬।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ମହାଦେବ ଅନଲାଇନ୍ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲାର ତଦନ୍ତକୁ ତୀବ୍ର କରିଛି ଏବଂ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ...

ନକଲି ସୁନା ବନ୍ଧକ ରଖିବା ଆଳରେ ୫ ଜଣଙ୍କଠାରୁ ଠକିଥିଲେ ଲକ୍ଷାଧିକ ଟଙ୍କା, ମହିଳାଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ନକଲି ସୁନା ବନ୍ଧକ ରଖି ୫ ମହିଳାଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗରେ ଜଣେ...

ବନ୍ଦ ହୋଇଯିବ କି ଆପଣଙ୍କ Instagram, Facebook? ଏ ହେଉଛି ବଡ଼ କାରଣ…

ନୂଆଦିଲ୍ଲୀ,୧୬।୪: ମେଟା ଏକ ଆଣ୍ଟିଟ୍ରଷ୍ଟ ମାମଲା ସାମ୍ନା କରୁଛି। ଏହି ପରୀକ୍ଷଣ ଯୋଗୁ କମ୍ପାନୀ Instagram ଏବଂ WhatsApp ହରାଇପାରେ। ମେଟା ବିରୋଧରେ ଅନେକ ଅଭିଯୋଗ...

ଓଡ଼ିଶାରେ ସବୁ ରେକର୍ଡ ଭାଙ୍ଗିଲା ସୁନା ମୂଲ୍ୟ, ଦୁଇଦିନରେ ଛୁଇଁବ ଲକ୍ଷେ ଟଙ୍କା

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ସୁନା ମୂଲ୍ୟ ଅଭୂତପୂର୍ବ ଉଚ୍ଚତାରେ ପହଞ୍ଚିଛି। ୧୦ ଗ୍ରାମ ପାଇଁ ମୂଲ୍ୟ ୯୬,୦୦୦ ଟଙ୍କା ଅତିକ୍ରମ କରିଛି। ଭୁବନେଶ୍ୱର ବଜାରରେ, ୨୪ କ୍ୟାରେଟ୍...

ଭାଷା ବିଭାଜନର କାରଣ ହେବା ଉଚିତ୍ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମହାରାଷ୍ଟ୍ରର ଏକ ପୌରପାଳିକାର ସାଇନ୍ ବୋର୍ଡରେ ଉର୍ଦ୍ଦୁ ବ୍ୟବହାର କରିବାର ଚ୍ୟାଲେଞ୍ଜକୁ ପ୍ରତ୍ୟାଖ୍ୟାନ କରି ସୁପ୍ରିମକୋର୍ଟ ଚେତାବନୀ ଦେଇଛନ୍ତି ଯେ ଭାଷା ବିଭାଜନର କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image