Posted inଫୁରସତ

କରୋନାରୁ ରକ୍ଷା ପାଇବା ପାଇଁ ଅଟୋରେ ଲଗାଇଲେ ଓ୍ବାସ୍‌ ବେଶିନ

ମହାମାରୀ କରୋନା (କୋଭିଡ-୧୯) ସମଗ୍ର ବିଶ୍ୱକୁ କବଳିତ କରିଛି। ଏଥିରୁ ରକ୍ଷା ପାଇବା ପାଇଁ ସରକାର ବିଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି। ତେବେ କରୋନା ଠାରୁ ଦୂରେଇ ରହିବାର ଏକମାତ୍ର ଉପାୟ ହେଉଛି ସାମାଜିକ ଦୂରତା। ଏଭଳି ପରିସ୍ଥିତିରେ ଲୋକେ ଘରେ ରହିବା ସହ ପରସ୍ପରଠାରୁ ଦୂରତା ବଜାୟ ରଖୁଛନ୍ତି। କରୋନାକୁ ଏଡ଼ାଇବା ପାଇଁ ବାରମ୍ବାର ହାତ ଧୋଇବାକୁ ଲୋକଙ୍କୁ କୁହାଯାଉଛି। ଏଥିରୁ ଦୂରେଇ ରହିବା ପାଇଁ କ୍ୟାବ୍‌ ଏବଂ ଅଟୋବାଲା ପ୍ଲାଷ୍ଟିକ କଭର୍‌ ବ୍ୟବହାର କରୁଛନ୍ତି। ଠିକ୍‌ ଏତିକିବେଳେ କରୋନା ଭାଇରସକୁ ଏଡ଼ାଇବା ପାଇଁ ଜଣେ ବ୍ୟକ୍ତି ନିଜ ଅଟୋ ଭିତରେ ଏକ ଓ୍ବାସ୍‌ ବେଶିନ ଲାଗାଇଛନ୍ତି। ଏହା ଉପରେ ହ୍ୟାଣ୍ଡ ଓ୍ବାସ ଓ ପାଣି ବୋତଲ ରଖାଯାଇଛି। ଏହି ଭିଡିଓଟି ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଲା ପାଇଁ କ୍ଷୀର ନେବାକୁ ଓହ୍ଲାଇଥିବା ବେଳେ ଛାଡ଼ିଦେଲା ଟ୍ରେନ୍‌, ପଛରେ ଦୌଡ଼ିବାକୁ ଲାଗିଲେ ମା’…ଭାବବିହ୍ବଳ କରୁଛି Video

କଥାରେ ଅଛି ଭଗବାନ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ, ଏଣୁ ସେ ମା’ର ସୃଷ୍ଟି କରିଛନ୍ତି। ମା’ ଥିଲେ ପିଲା ଉପରେ କୌଣସି ବିପଦ...

ବିନା କିଛି ଗ୍ୟାରେଣ୍ଟିରେ ଆଧାରକାର୍ଡ ମାଧ୍ୟମରେ କରିପାରିବେ ଋଣ, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୮।୧: ଆଧାରକାର୍ଡ ମାଧ୍ୟମରେ ଋଣ ପାଇପାରିବେ। ଯଦି ଆପଣ ଏହାକୁ ବିଶ୍ୱାସ କରୁନାହାଁନ୍ତି, ତେବେ ଆମେ ଆପଣଙ୍କୁ କହୁଛୁ କି ଏହା ସମ୍ପୂର୍ଣ୍ଣ ସତ ଅଟେ।...

୫୬ ଲକ୍ଷରେ ନିଲାମ ହେଲା ଭାରତର ଐତିହାସିକ ‘ହଜ୍‌ ନୋଟ୍‌’

ଲଣ୍ଡନ: ନିକଟରେ ଲଣ୍ଡନରେ ଆୟୋଜିତ ଏକ ନିଲାମ ସମାରୋହରେ ଭାରତର ଐତିହାସିକ ‘ହଜ୍‌ ନୋଟ’ ୫୬,୪୯,୬୫୦ ଟଙ୍କାରେ ବିକ୍ରି ହୋଇଛି। ୧୯୫୦ ଦଶକରେ ଭାରତୀୟ ରିଜର୍ଭ...

ନେପାଳ ଭୂକମ୍ପ: ସତ ହେଲା ଭବିଷ୍ୟବାଣୀ, ୨୦୨୫ରେ ଆଗକୁ ମାଡିଆସୁଛି ଆହୁରି…

ନୂଆଦିଲ୍ଲୀ,୭।୧: ନେପାଳର ସୀମା ନିକଟ ତିବ୍ଦତର ଶିଗାଟେରେ ଆଜି ସକାଳୁ ସକାଳୁ ବଡ଼ ଧରଣୀ ଭୂକମ୍ପ ହୋଇଛି। ଯାହାକୁ ନେଇ ଆଖପାଖ ଅନେକ ଦେଶମାନେ ଭୟଭୀତ...

ସମୁଦ୍ରରେ ୧୫୦ କି.ମି. ପହଁରି ରେକର୍ଡ

ବିଶାଖାପାଟଣା: ବଙ୍ଗୋପସାଗରରେ ମାତ୍ର ୫ ଦିନ ମଧ୍ୟରେ ୧୫୦ କି.ମି ଦୂରତା ପହଁରି ଆନ୍ଧ୍ରପ୍ରଦେଶର ସନ୍ତରଣକାରୀ ଗୋଲି ଶ୍ୟାମଲା(୫୨) ଇତିହାସ ରଚିଛନ୍ତି। ପ୍ରଥମ ଏସୀୟ ମହିଳା ଭାବେ...

ଅରୁଣସ୍ତମ୍ଭ ଚାରିପଟେ ୮ ଘୋଡ଼ା ଗତିଶୀଳ ମୁଦ୍ରାରେ ରହିଥିଲେ

ଆମେ ଗତ ସଂଖ୍ୟାରେ ଆଲୋଚନା କରିଥିଲେ ରାଜ୍ୟ ପ୍ରଶାସନ କୋଣାର୍କଠାରେ ମନ୍ଦିର ନିର୍ମାଣ କାର୍ଯ୍ୟରେ ମଗ୍ନଥିବା ଶିଳ୍ପୀଙ୍କ ପ୍ରତି କେତେ ସତର୍କ ଥିଲେ। ଦୋଳ ଉତ୍ସବ...

୬୬ ବର୍ଷ ପୂର୍ବରୁ ପୃଥିବୀରେ ଅଛି HMPV Virus, ଅଣଦେଖା କରିବାରୁ ନେଉଛି ପ୍ରତିଶୋଧ! ଜାଣନ୍ତୁ ଏହା କେତେ ଭୟଙ୍କର

ବେଜିଂ/ନୂଆଦିଲ୍ଲୀ,୬।୧: ବିଶ୍ୱରେ ଅନେକ ପ୍ରକାରର ଭାଇରସ ଅଛନ୍ତି, ସେଥିମଧ୍ୟରୁ କେତେକ ବିପଜ୍ଜନକ ହୋଇଥିବାବେଳେ କେତେକ କମ କ୍ଷତିକାରକ। ଏହି ଜୀବାଣୁ ଉପରେ ଅଧ୍ୟୟନ କରିବା ପରେ...

ମଣିଷ ଶରୀରର ମାଂସ ଖାଇବା ସହ ଖପୁରୀରେ…ଅଘୋରୀମାନେ ଏମିତି କରନ୍ତି ଲୋମଟାଙ୍କୁରା ସାଧନା

ଆଘୋରୀ… ସାଧୁମାନଙ୍କର ଏକ ସମ୍ପ୍ରଦାୟ ଯାହାଙ୍କୁ ନେଇ ସମସ୍ତଙ୍କଠାରେ କୌତୁହଳ ରହିଛି। ସେମାନଙ୍କ ଦୁନିଆ ରହସ୍ୟପୂର୍ଣ୍ଣ ବୋଲି କୁହାଯାଏ। ଅଘୋରୀମାନେ ଶ୍ମଶାନରେ ରହିବା ସହ ସେଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri