କରୋନା ଜନିତ ମୃତ୍ୟୁ: ସରକାରଙ୍କ ତତ୍ତ୍ୱାବଧାନରେ ହେବ ମୃତଦେହ ସତ୍କାର

ଭୁବନେଶ୍ୱର, ୮।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଅନ୍ତିମ ସଂସ୍କାର ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ଥିବା ବ୍ୟକ୍ତିଙ୍କର ଯଦି ମୃତ୍ୟୁ ହୁଏ ତେବେ ତାଙ୍କ ମୃତଦେହ ସତ୍କାର ସରକାର କରିବେ। ଜନସାଧାରଣଙ୍କ ନିରାପତ୍ତା ଦୃଷ୍ଟିରୁ ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନ୍ତିମ ସଂସ୍କାର କରାଯିବ। ଏନେଇ କେନ୍ଦ୍ର ସରକାର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ପ୍ରଥମ କରୋନା ମୃତକଙ୍କ ମରଶରୀରକୁ ହସ୍ପିଟାଲ କର୍ତ୍ତୃପକ୍ଷ ସରକାରଙ୍କୁ ହସ୍ତାନ୍ତର କରିବେ। ଏମ୍ସ ଅଧିକାରୀମାନେ ମୃତକଙ୍କ ବିଧିବଦ୍ଧ କାର୍ଯ୍ୟ ସମ୍ପନ୍ନ କରିବା ପରେ ମରଶରୀରକୁ ରାଜ୍ୟ ସରକାରଙ୍କୁ ହସ୍ତାନ୍ତର କରିବା ପରେ ଅନ୍ତିମ ସଂସ୍କାର କରାଯିବ ବୋଲି କରୋନାଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୦ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୪ା୧୨: ଆଗାମୀ ଡିସେମ୍ବର ୩୦ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ...

ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!

ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା...

ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ, ୨୪ା୧୨: ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି।...

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ...

ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ

ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ”...

ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ,୨୪।୧୨: ଏକ ସମୟ ଏପରି ଥିଲା ଯେଉଁ ସମୟରେ ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର...

ଚାଷୀଙ୍କ ପାଇଁ ବଡ଼ ଆଶ୍ବସ୍ତି: ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର

ଭୁବନେଶ୍ୱର,୨୪।୧୨: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ...

ଧର୍ମେନ୍ଦ୍ରଙ୍କ ସହ ବିଜେଡି ନେତା, ରାଜନୀତିରେ ପୁଣି ଚହଳ!

ଭୁବନେଶ୍ୱର,୨୪।୧୨: ବରିଷ୍ଠ ସାମ୍ବାଦିକ ରୁବେନ ବାର୍ନାଜୀଙ୍କ ବହିରେ ବିସ୍ଫୋରକ ଖୁଲାସା ପରେ ରାଜନୀତିରେ ଚହଳ ପଡିଛି। ପାଣ୍ଡିଆନ ପଜଲ ଶୀର୍ଷକ ନାମକ ଅଧ୍ୟାୟ ଏବେ ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri