Posted inଫୁରସତ

କରୋନା ଭୟ: ସାବୁନରେ ସଫାକଲେ ଧନିଆପତ୍ର

ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏଥିରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ ଜାରି ହୋଇଛି। ଏହି ସମୟରେ ଲୋକେ ଘରକୁ ଆଣୁଥିବା ଜିନିଷକୁ ସର୍ବପ୍ରଥମେ ସାନିଟାଇଜ କରୁଛନ୍ତି। ଏବେ ଟିକ୍‌ଟକ୍‌ରେ ଏମିତି ଏକ ଭିଡିଓ ଭାଇରାଲ ହେଉଛନ୍ତି ଯାହାକୁ ଦେଖିଲେ ଯେ କେହିବି ଆଶ୍ଚର୍ଯ୍ୟ ହୋଇଯିବେ। ଭିଡିଓରେ ଜଣେ ଝିଅ ଧନିଆ ପତ୍ରକୁ ସାବୁନରେ ଧୋଇ ସଫା କରୁଥିବା ଦେଖିବାକୁ ମିଳୁଛି। ଏହି ଭିଡିଓ ଦେଖିବା ପରେ କେହିକେହି ଆଲୋଚନା କରୁଥିବା ବେଳେ ଆଉ କେହି ନିଜ ହସକୁ ରୋକି ପାରୁ ନାହାନ୍ତି। ଖୁବ୍‌ କମ୍‌ ସମୟ ମଧ୍ୟରେ ଏହି ଭିଡିଓକୁ ୪ କୋଟିରୁ ଅଧିକ ଲୋକ ଦେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣସ୍ତମ୍ଭ ଚାରିପଟେ ୮ ଘୋଡ଼ା ଗତିଶୀଳ ମୁଦ୍ରାରେ ରହିଥିଲେ

ଆମେ ଗତ ସଂଖ୍ୟାରେ ଆଲୋଚନା କରିଥିଲେ ରାଜ୍ୟ ପ୍ରଶାସନ କୋଣାର୍କଠାରେ ମନ୍ଦିର ନିର୍ମାଣ କାର୍ଯ୍ୟରେ ମଗ୍ନଥିବା ଶିଳ୍ପୀଙ୍କ ପ୍ରତି କେତେ ସତର୍କ ଥିଲେ। ଦୋଳ ଉତ୍ସବ...

୬୬ ବର୍ଷ ପୂର୍ବରୁ ପୃଥିବୀରେ ଅଛି HMPV Virus, ଅଣଦେଖା କରିବାରୁ ନେଉଛି ପ୍ରତିଶୋଧ! ଜାଣନ୍ତୁ ଏହା କେତେ ଭୟଙ୍କର

ବେଜିଂ/ନୂଆଦିଲ୍ଲୀ,୬।୧: ବିଶ୍ୱରେ ଅନେକ ପ୍ରକାରର ଭାଇରସ ଅଛନ୍ତି, ସେଥିମଧ୍ୟରୁ କେତେକ ବିପଜ୍ଜନକ ହୋଇଥିବାବେଳେ କେତେକ କମ କ୍ଷତିକାରକ। ଏହି ଜୀବାଣୁ ଉପରେ ଅଧ୍ୟୟନ କରିବା ପରେ...

ମଣିଷ ଶରୀରର ମାଂସ ଖାଇବା ସହ ଖପୁରୀରେ…ଅଘୋରୀମାନେ ଏମିତି କରନ୍ତି ଲୋମଟାଙ୍କୁରା ସାଧନା

ଆଘୋରୀ… ସାଧୁମାନଙ୍କର ଏକ ସମ୍ପ୍ରଦାୟ ଯାହାଙ୍କୁ ନେଇ ସମସ୍ତଙ୍କଠାରେ କୌତୁହଳ ରହିଛି। ସେମାନଙ୍କ ଦୁନିଆ ରହସ୍ୟପୂର୍ଣ୍ଣ ବୋଲି କୁହାଯାଏ। ଅଘୋରୀମାନେ ଶ୍ମଶାନରେ ରହିବା ସହ ସେଠାରେ...

କେଶ ଝଡ଼େ, ହେଲେ ନିଶ ଦାଢ଼ି ଝଡ଼େନା କାହିଁକି? ଜାଣନ୍ତୁ…

କେଶ ଝଡ଼ିବା ଏବେ ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଯାହାକୁ ଦେଖିବ ସେ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ହେଲେ କେବେ ଭାବିଛନ୍ତି କି...

ଦୃଷ୍ଟିବାଧିତଙ୍କ ସୃଜନଶୀଳତା ପାଇଁ ବ୍ରେଲି

ମନର କଥା ଏବଂ ସୃଜନଶୀଳତାର ପରିପ୍ରକାଶ ପାଇଁ ସଭିଙ୍କ ମନରେ ଥାଏ ବହୁ ଉତ୍କଣ୍ଠା। ମାତ୍ର ଦୃଷ୍ଟିବାଧିତଙ୍କ ଭଳି କେତେକଙ୍କ ପକ୍ଷରେ ଅକ୍ଷର ଚିହ୍ନିବା, ପଢ଼ିବା...

୨୦୨୫ରେ ବିନାଶ ହୋଇଯିବ ମଣିଷ! ନୂଆ ବର୍ଷ ଆରମ୍ଭରୁ ଚମକାଇଲା ଭେଙ୍ଗା ବାବାଙ୍କ ଭବିଷ୍ୟବାଣୀ, ଘଟିବ ଏମିତି…

ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗା ୨୦୨୫ରେ ମନୁଷ୍ୟର ବିଲୁପ୍ତ ହେବାର ପୂର୍ବାନୁମାନ କରିଛନ୍ତି, ଯାହା ବର୍ତ୍ତମାନ ଚର୍ଚ୍ଚାରେ ଅଛି। ଅତୀତରେ ତାଙ୍କ ଦ୍ୱାରା କରାଯାଇଥିବା...

ଧୀରେନ୍ଦ୍ର ଶାସ୍ତ୍ରୀ କହିଲେ ବଢିଆ ଉପାୟ: ୧ ଜାନୁଆରୀରୁ ଏପରି କଲେ ମା’ ଲକ୍ଷ୍ମୀ କରିବେ ଧନବାନ

ନୂଆଦିଲ୍ଲୀ,୩୧।୧୨: ଆରମ୍ଭ ହେବାକୁ ଯାଉଛି ନୂଆବର୍ଷ। ଏହି ନୂଆବର୍ଷ ନୂଆ ଆଶା ଏବଂ ନୂଆ ସ୍ୱପ୍ନରେ ଉତ୍ସାହ ଭରିବାକୁ ଯାଉଛି। ତେବେ ଆସନ୍ତୁ ଜାଣିବା ପ୍ରବଚକ...

ମୃତଦେହ ସହ ୧୦ ମିନିଟ ବିତାଇବାକୁ ୨୫ ହଜାର ଦରମା

ବେଜିଂ: ସୋସିଆଲ ମିଡିଆରେ ଏକ ନିଯୁକ୍ତି ବିଜ୍ଞାପନ ଭାଇରାଲ ହେବାରେ ଲାଗିଛି, ଯାହା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିଶ୍ୱର ଦ୍ୱିତୀୟ ଜନବହୁଳ ଦେଶ ଚାଇନାର ଶାଣ୍ଡୋଙ୍ଗ ପ୍ରଦେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri