କରୋନା ମାଧ୍ୟମରେ ପ୍ରକୃତି ଦେଇଛି ଆଗତ ବିପଦର ସଚେତନତା ବାର୍ତ୍ତା

ଓ୍ବାଶିଂଟନ,୩୦।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୯ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ସେହିପରି ମୃତ୍ୟୁ ସଂଖ୍ୟା ୩୩ ହଜାର ଟପିଛି। ତେବେ କରୋନା ଭଳି ମହାମାରୀ ମାଧ୍ୟମରେ ପୃଥିବୀ ଉପରେ ଥିବା ଆଗତ ବିପଦ ସମ୍ପର୍କରେ ପ୍ରକୃତି ସଚେତନତା ବାର୍ତ୍ତା ଦେଇଛି। ନିକଟରେ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଆଇଏଏନ୍‌ଏସ୍‌ ସି-ଭୋଟର ଗେଲପ୍‌ ଆସୋସିଏଶନ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ୪୬.୭ ପ୍ରତିଶତ ଲୋକ ଏହା ପ୍ରକୃତିର ରୋଷ ବୋଲ କହିଛନ୍ତି। ପୃଥିବୀ ଉପରେ ମାଡ଼ିଆସୁଥିବା ବିପଦ ସମ୍ପର୍କରେ କରୋନ ସଂକ୍ରମଣ ସୂଚନା ଦେଉଥିବା ସର୍ଭେରେ ସାମିଲ୍‌ ହୋଇଥିବା ଲୋକ ପ୍ରକାଶ କରିଛନ୍ତି। ୩୦.୬ ପ୍ରତିଶତ ଲୋକ ଏହା ପ୍ରକୃତିର ସଚେତନତା ବାର୍ତ୍ତା ବୋଲି ମାନିବାକୁ ମନା କରିଥିଲେ। ଅପରପକ୍ଷରେ ୨୨.୭ ପ୍ରତିଶତ ଲୋକ କୌଣସି ଟିପ୍ପଣୀ ଦେବାକୁ ମନା କରିଥିଲେ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଦେବାଳିଆ ହେବାକୁ ଯାଉଛି ଆମେରିକା, ଏହାର ସମାଧାନ ପାଇଁ ଏମିତି କହିଲେ ଏଲନ ମସ୍କ

ଓ୍ବାଶିଂଟନ,୨୪ା୧୧: ଆମେରିକାର ଅର୍ଥନୀତିକୁ ନେଇ ଟେସ୍‌ଲା ତଥା ସ୍ପେସ୍‌ ଏକ୍ସ ମାଲିକ ଏଲନ ମସ୍କ ନିକଟରେ ଚିନ୍ତିତ ହୋଇଛନ୍ତି। ଆମେରିକାର ଅର୍ଥନୀତି ବିଷୟରେ ମସ୍କ ତାଙ୍କ...

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ...

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ...

ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ମାରନ୍ତି ତାଳି

ଏଇ ପୃଥିବୀରେ ଯେତିକି ଦେଶ ଅଛି ସେତିକି ପ୍ରଥା ପରମ୍ପରା ବି ଅଛି। ସେଥିମଧ୍ୟରୁ ଅନେକ ଅଜବ ପରମ୍ପରା ବି ଥାଏ। ଯେମିତି କି ଏକ...

କୁକୁଡ଼ା ନୁହେଁ ହୋଟେଲ

ଫଟୋଟିକୁ ଦେଖିଲେ ଭାବୁଥିବେ ଏତେ ବଡ଼ ଗଞ୍ଜା କୁକୁଡ଼ା ଭଲା କୁଆଡୁ ଆସିଲା? ସତରେ କ’ଣ ଏତେ ବଡ଼ କୁକୁଡ଼ା ଅଛି? ତେବେ ପ୍ରକୃତ କଥା...

ଗବେଷଣାରେ ମୂଷାଙ୍କୁ ବ୍ୟବହାର କରାଯାଏ କାହିଁକି

ପ୍ରାୟ ସମସ୍ତେ ଜାଣନ୍ତି ଯେ, ବୈଜ୍ଞାନିକମାନେ ତିଆରି କରୁଥିବା ନୂଆ ଔଷଧକୁ ମଣିଷ ଉପରେ ପ୍ରୟୋଗ କରିବା ପୂର୍ବରୁ ପ୍ରଥମେ ତାକୁ ମୂଷା ଉପରେ ପ୍ରୟୋଗ...

ବିଶିଷ୍ଟ ଶିଶୁ ସାହିତି୍ୟକ ଓ ବିଜ୍ଞାନ ଲେଖକ ଡ. ଅରୁଣ କୁମାର ପଣ୍ଡା ନିଜ ପ୍ରଥମ ରୋଜଗାରରେ ଗାଈ କିଣା..

ଜୀବନରେ ଅନେକ ଟଙ୍କା ରୋଜଗାର କଲେ ବି ପ୍ରଥମ ରୋଜଗାରର ଚମକ ଓ ଆନନ୍ଦ ଅତୀବ ନିଆରା। ଆଉ ଯଦି ସେହି ରୋଜଗାର ଛାତ୍ର ଅବସ୍ଥାରେ...

ମହିଳାଙ୍କ ପେଟରୁ ବାହାରିଲା ୨ କେ.ଜି.ର ଚୁଟି

ବରେଲି: ଉତ୍ତରପ୍ରଦେଶର ବରେଲି ଜିଲା କରଗୈନା ଅଞ୍ଚଳରେ ରହୁଥିବା ଜଣେ ୩୧ ବର୍ଷିୟା ମହିଳା ଲମ୍ବା ସମୟ ଧରି ପେଟ ଯନ୍ତ୍ରଣାରେ ପୀଡ଼ିତ ଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri