କରୋନା ମୁକାବିଲା ପାଇଁ ସହାୟତାର ହାତ ବଢାଇଲା ରେଭେନଶା

କଟକ ଅଫିସ,୪/୪- ରେଭେନଶା ବିଶ୍ୱବିଦ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୪,୫୨,୬୯୧ ଟଙ୍କା ଶନିବାର ସହାୟତା ପ୍ରଦାନ କରାଯାଇଛି । ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ସମସ୍ତ ଅଧ୍ୟାପକ ଏବଂ କର୍ମଚାରୀ ସେମାନଙ୍କର ଗୋଟିଏ ଦିନର ଦରମା କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିବା କୁଳପତି ପ୍ରଫେସର ଇଶାନ କୁମାର ପାତ୍ର ସୂଚନା ଦେଇଛନ୍ତି ।

Share