କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ସହାୟତା ପ୍ରଦାନ

ପୁରୁଣାକଟକ, ୧୬୪(ଡି.ଏନ୍‌.ଏ.): ବୌଦ୍ଧ ଜିଲା ବିଜେଡି ଉପସଭାପତି ତଥା ହରଭଙ୍ଗା ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁବୋଧ କୁମାର ପ୍ରଧାନ ଗୁରୁବାର କୋଭିଡ-୧୯ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସେ ଏକ ଚେକ ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କୁ ପ୍ରଦାନ କରିଥିବା ଜଣାପଡ଼ିଛି।

Share