Categories: Video

କରୋନା ଯୋଦ୍ଧା ପ୍ରାଣ ହରାଇଲେ ମିଳିବ ୫୦ ଲକ୍ଷ । Naveen announces 50 lakh compensation for corona warriors

କରୋନା ସଂକ୍ରମଣକୁ ମୁକାବିଲା ପାଇଁ ଆଗଧାଡିରେ କାର୍ଯ୍ୟ କରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କର ଯଦି ମୃତ୍ୟୁ ଘଟେ ସେମାନଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ । ଏଥିସହ ସେମାନଙ୍କର ଅନ୍ତିମ ସଂସ୍କାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ। ମୃତକଙ୍କ ପରିବାରକୁ ପେନ୍ସନ୍ ମଧ୍ୟ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡ଼ିଓ ବାର୍ତ୍ତାରେ ଆଜି ଘୋଷଣା କରିଛନ୍ତି ।