Categories: ଜାତୀୟ

କରୋନା ସନ୍ଦିଗ୍ଧଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୧୯ା୩(ପି.ଟି.): ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ କରୋନା ସନ୍ଦିଗ୍ଧ ବୁଧବାର ଏହାର ସପ୍ତମ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବିମାନବନ୍ଦର କର୍ତ୍ତୃପକ୍ଷ ତାଙ୍କୁ ହସ୍ପିଟାଲର ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି କରାଇବାର କିଛି ସମୟ ପରେ ସେ ଏଭଳି ପଦକ୍ଷେପ ନେଇଥିଲେ। ତାଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା।

Share