ପୋଲସରା, ୧୩।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲସରା ବ୍ଲକ ଜକର ପଞ୍ଚାୟତର ୩୭ଟି ଏସଏଚ୍ଜି ଗ୍ରୁପ୍ ମିଶି ସୋମବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୪୦ହଜାର ଟଙ୍କା ପ୍ରଦାନ କରିଛନ୍ତି। ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ବିଡିଓ ଶମ୍ଭୁନାଥ ନନ୍ଦି ଓ ଅନ୍ୟାନ୍ୟ ସରକାରୀ କର୍ମଚାରୀଙ୍କ ଉପସ୍ଥିତିରେ ଏହି ଟଙ୍କା ପ୍ରଦାନ କରାଯାଇଛି।
Posted inଆମ ଜିଲା ଖବର, କରୋନା ଭାଇରସ୍, ଗଞ୍ଜାମ