Categories: ଜାତୀୟ

କଶ୍ମୀର ପ୍ରସଙ୍ଗରେ ଗୋଟିଏ ଶବ୍ଦ ବି କହିଲେନି ଜିନପିଙ୍ଗ

ଚେନ୍ନାଇ,୧୨।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ହୋଇଥିବା ଅନୌପଚାରିକ ବୈଠକରେ ଜିନପିଙ୍ଗ କଶ୍ମୀର ପ୍ରସଙ୍ଗକୁ ନେଇ ଗୋଟିଏ ଶବ୍ଦ ବି କହି ନାହାଁନ୍ତି। ଆତଙ୍କବାଦକୁ ନେଇ କିନ୍ତୁ ବିସ୍ତାର ଭାବେ ଆଲୋଚନା ହୋଇଛି। ଏହି ବଠକ ସରିବା ପରେ ବୈଦେଶିକ ସଚିବ ବିଜୟ ଗୋଖଲେ ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।

Share