Categories: ଜାତୀୟ

‘କାଫେ ନିର୍ମଳା ତାଇ’ରେ ନାହିଁ ପିଆଜ ମେନ୍ୟୁ: କଂଗ୍ରେସ ଟୁଇଟ୍‌

ନୂଆଦିଲ୍ଲୀ,୫।୧୨: ପିଆଜ ଦାମ ବୃଦ୍ଧି ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତା ରମଣଙ୍କୁ କଂଗ୍ରେସ ପକ୍ଷରୁ କଡ଼ା ସମାଲୋଚନା କରାଯାଇଛି। ନିର୍ମଳା ଲୋକ ସଭାରେ କହିଥିଲେ ଯେ, ପିଆଜ ଖାଆନ୍ତି ନାହିଁ। ଏହାକୁ ନେଇ କଂଗ୍ରେସ ଟୁଇଟ୍‌ କରି କହିଛି ‘କାଫେ ନିର୍ମଳା ତାଇ’ରେ ନାହିଁ ପିଆଜ ମେନ୍ୟୁ। ଏହା ସହିତ ଏକ ମେନ୍ୟୁ ତାଲିକା ମଧ୍ୟ ଶେୟାର କରାଯାଇଛି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।

Share