Posted inବରଗଡ଼

କାମେ ନାଇଁ ଲାଗବାର ଯାତ୍ରୀ ପ୍ରତିକ୍ଷାଳୟ

 

ଗଣ୍ଡତୁରୁମ, ୮।୧୨ (ଡି.ଏନ.ଏ)-
ରଏଜ୍‌ ସରକାର ଲୁକ୍‌କର ଯିବାର ଆଏବାର ସୁବିଧା ଲାଗି ରାସ୍‌ତାଘାଟ ତିଆର କରୁଛନ୍‌। ସେନ୍‌ତା ବସ୍‌ଷ୍ଟାଣ୍ଡ, ଭିନେ ଭିନେ ଗଁାଗଁଡ଼ାର ଛକେ ଗାଡ଼ିମଟର ଟାକ୍‌ବାକେ ଲୁକ୍‌କର ଲାଗି ଯାତ୍ରୀ ପ୍ରତିକ୍ଷାଳୟ ତିଆର କରୁଛନ୍‌। ହେଲେ କେନ୍‌ଠାନେ ଇ ଯାତ୍ରୀ ପ୍ରତିକ୍ଷାଳୟ ହଲ୍‌କା କାମ୍‌ ଲାଗି ବିପଦ୍‌ ଅବସ୍‌ତାରେ ରହିଛେ ତ ଆର କେନ୍‌ଠାନେ ବସ୍‌ଷ୍ଟାଣ୍ଡରୁ ଦୂରେ ତିଆର ହେଇଥିବାର ଲାଗି ଲୁକ୍‌କର କାମେ ନାଇଁ ଲାଗ୍‌ବାର। ଏନ୍‌ତା ଉଦାହରନ୍‌ ଦେଖ୍‌ବାକେ ମିଲିଛେ ଗୋଡ଼ଭଗା-ସୋନପୁର ୫୪ ନମ୍ବର ଜାତୀୟ ରାଜପଥରେ ଥିବାର ଅନେକ ଜାଗାର ଯାତ୍ରୀ ପ୍ରତିକ୍ଷାଳୟରେ।
ସୂଚନା ଅନ୍‌ସାରେ ବରଗଡ଼ ଜିଲା ଭେଡ଼େନ ବ୍ଲକ ଅଧୀନ ଗଣ୍ଡତୁରୁମ, ମହୁଲପାଲି, ମେହେନା, ଗର୍ଭଣା, ଉଦେପୁର, ଖୁଣ୍ଟୁଲିପାଲି, ଡାଲବ ଆଦି ଛକେ ଥିବାର ଯାତ୍ରୀ ପ୍ରତିକ୍ଷାଳୟମାନ ଲୁକ୍‌କର କାମେ ନାଇଁ ଲାଗ୍‌ବାର। ରାଏଜ୍‌ ସରକାର ଲକ୍ଷାଧିକ୍‌ ଟଁକା ଖରଚ୍‌ରେ ଲୁକ୍‌କର ସୁବିଧା ଲାଗି ଇ ସବୁ ଜାଗାମାନକେ ଯାତ୍ରୀ ପ୍ରତିକ୍ଷାଳୟ ସଂଗେ ପରିସ୍ରାଗାର ତିଆର କରିଛନ୍‌। ହେଲେ ଅନେକ ଜାଗାରେ ହଲ୍‌କା କାମ୍‌ ଲାଗି କୁଠାମାନ ବିପଦ ଅବସ୍‌ତାରେ ରହିଛେ। ଯେନ୍‌ଥିରଲାଗି ଇ ଯାତ୍ରୀ ପ୍ରତିକ୍ଷାଳୟମାନ ଲୁକ୍‌କର କାମେ ନାଇଁ ଲାଗ୍‌ବାର। ଯାତ୍‌ରୀମାନେ କେନ୍‌ ଗଛ୍‌ତଲେ, ଦୁକାନ୍‌ ତରେ ଗାଡ଼ିମଟରକେ ଟାକୁଥିବାର ଦେଖ୍‌ବାକେ ମିଲୁଛେ। ସେନ୍‌ତା ଯାତ୍ରୀ ପ୍ରତିକ୍ଷାଳୟମାନ୍‌କେ ବେଲବୁଡ଼ଲେ ଅସାମାଜିକ ଲୁକ୍‌କର ଆସର ଜମୁଛେ। ଇ ଦିଗେ ପରଶାସନ ଦୁରୁଷ୍‌ଟି ଦେଇ ପରତିକାର ବେବସ୍‌ତା କରବାକେ ସାଧାରନରେ ଦାବି ହେଉଛେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବଚ୍ଛେଦ ପରେ ବାଘର ମୃତଦେହକୁ ପୋଡ଼ିଦେଲେ ବନ କର୍ମଚାରୀ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରେ ମଙ୍ଗଳବାର ଉଦ୍ଧାର ହୋଇଥିବା ମୃତ ବାଘର ବୁଧବାର ଶବ ବ୍ୟବଚ୍ଛେଦ ହୋଇଛି। ଭଟଲି...

ପୁଣି ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ ହୃଷୀକେଶ ଭୋଇ, ଲାଞ୍ଚ ନେଇ…

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ଆଉମାତ୍ର ଅଢ଼େଇ ମାସ ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଏହି ମହୋତ୍ସବ ଆରମ୍ଭ...

ମାଁ ପଁରାପାଟ ଦେବୀଙ୍କ ପାର୍ବଣ ମହୋତ୍ସବ: ଯୁଗାରଯାତ୍ରାରେ ସାମିଲ ହେଲେ ଶତାଧିକ ଶ୍ରଦ୍ଧାଳୁ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ମାଁ ପଁରାପାଟ ମନ୍ଦିରରେ ପାର୍ବଣ ମହୋତ୍ସବ ଚାଲିଛି। ଏହି କ୍ରମରେ ବୁଧବାର ଯୁଗାରଯାତ୍ରା ହୋଇଥିଲା। ବରାହଗୋଡ଼ା, ଆମସଢ଼ା,...

ଅମଳ ପୂର୍ବରୁ ଧାନ ଫସଲରେ ରୋଗପୋକ

ବରଗଡ଼,୧୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଅଧିକ ଧାନଚାଷ ଯୋଗୁ କୃଷି ପ୍ରଧାନ ଜିଲା ଭାବେ ମଧ୍ୟ ଏହି ଜିଲା ପରିଚିତ। ହେଲେ ଏଠାରେ...

ସଡ଼କ ଦୁର୍ଘଟଣାରେ କଲରାପତରିଆ ବାଘ ମୃତ

ବରଗଡ଼,୧୫।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରୁ ମଙ୍ଗଳବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ବାଘର ମୃତଦେହକୁ...

୭ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଲେ ଆଶାକର୍ମୀ

ବରଗଡ଼,୧୪ା୧୦(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ, ବରଗଡ଼ ଜିଲା ଶାଖା ପକ୍ଷରୁ ୭ ଦଫା ଦାବି କରାଯାଇଛି। ଏହି ଦାବି ନେଇ ସୋମବାର ମୁଖ୍ୟମନ୍ତ୍ରୀଙ୍କ...

ମା’ ସମଲେଶ୍ବରୀଙ୍କ ଅନ୍ନପୂର୍ଣ୍ଣା ବେଶ: ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ବରଗଡ଼,୧୨।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶନିବାର ମା’ ସମଲେଶ୍ବରୀ ଅନ୍ନପୂର୍ଣ୍ଣା ବେଶରେ...

ସିଦ୍ଧିଦାତ୍ରୀ ବେଶରେ ମା ସମଲେଶ୍ବରୀ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶୁକ୍ରବାର ମା ସମଲେଶ୍ବରୀ ସିଦ୍ଧିଦାତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri