କାର୍‌ ବୋମା ବିସ୍ଫୋରଣ: ୮ ମୃତ

ଦାମାସ୍‌କସ୍‌,୧୧।୧୧: ସିରିଆରେ ଏକ କାର୍‌ ବୋମା ବିସ୍ଫୋରଣରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ସିରିଆର ତୁର୍କୀ ଅଧିକୃତ ଅଞ୍ଚଳର ଦକ୍ଷିଣ-ପୂର୍ବ ସଲୁକଠାରେ ଏଭଳି ଘଟିଛି। ଏଥିରେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ସିରିୟା-ତୁର୍କୀ ସୀମାର ତାଲ୍‌ ଆବିଦ୍‌ରେ ବିସ୍ଫୋରଣ ହେବାର ଏକ ସପ୍ତାହ ପରେ ଏହି ବିସ୍ଫୋରଣ ଘଟିଛି।

Share