କାଳିଆର ପହଣ୍ଡି ଆରମ୍ଭ

ପୁରୀ,୨୮।୬(ଅଜିତ ମହାନ୍ତି): ଜନ୍ମବେଦିରେ ଲୀଳାଖେଳା ସାରି ଆଜି ପୁଣି ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ପରେ ମା’ ସୁଭଦ୍ରାଙ୍କର ପହଣ୍ଡି ଆରମ୍ଭ ହୋଇଥିଲା। ଏବେ ଜଗତର ନାଥ ଜଗନ୍ନାଥଙ୍କ ପହଣ୍ଡି ପହଣ୍ଡି ଆରମ୍ଭ ହୋଇଛି।

Share