କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…

ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ କିଡ୍‌ନୀ ଷ୍ଟୋନ୍‌ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଚିକିତ୍ସା ଦ୍ୱାରା ଏହି ସମସ୍ୟାଠାରୁ ସହଜରେ ମୁକ୍ତି ମିଳିଥାଏ। ସପ୍ତାହରେ ୨-୩ଥର ପଇଡ଼ ପାଣି ପିଇଲେ ଏହି ସମସ୍ୟା ଦୂର ହୋଇଥାଏ। ଏଥିରେ ମ୍ୟାଗ୍ନେସିୟମ୍‌ ଏବଂ ପୋଟାସିୟମ୍‌ ଥାଏ। ଫଳରେ ଏହା କିଡ୍‌ନୀ ଷ୍ଟୋନ ସମେତ ବିଭିନ୍ନ କିଡ୍‌ନୀ ସମସ୍ୟା ଦୂର କରିଥାଏ। ପୋଟାସିୟମ୍‌ ରକ୍ତଚାପ ନିୟନ୍ତ୍ରଣ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। ତେଣୁ ପଇଡ଼ ପାଣି ପିଇଲେ ହାର୍ଟ ଆଟାକ୍‌ ଆଶଙ୍କା କମ୍‌ ହୋଇଥାଏ। ଖରାଦିନେ ପଇଡ଼ ପାଣି ଡିହାଇଡ୍ରେସନ ସମସ୍ୟାରୁ ମୁକ୍ତି ଦେଇଥାଏ। ଏହା ପାଚନକ୍ରିୟାକୁ ସ୍ବାଭାବିକ କରେ। ଅଭ୍ୟାସ କରି ପଇଡ଼ ପାଣି ପିଇଲେ ଶହେରୁ ଅଧିକ ଶାରୀରିକ ସମସ୍ୟା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣିମ ପ୍ରକ୍ଷେପଣ ପଛରେ ବିଜ୍ଞାନ

ଜାଭେଲିନ ଆମ ଦେଶର ଏକ ପାରମ୍ପରିକ ଖେଳ। ଜାଭେଲିନକୁ ଆମ ଦେଶରେ ସାଧାରଣତଃ ବର୍ଛା କିମ୍ବା ଭାଲ୍ଲା ବୋଲି କୁହାଯାଏ। ପୂର୍ବେ ରାଜା ମହାରାଜାମାନେ ଅବସର...

ଚା’ ପିଉଛନ୍ତି କି? ରୁହନ୍ତୁ ସତର୍କ ନଚେତ୍‌ ଭୋଗିବେ ଏସବୁ ସମସ୍ୟା

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଅଧିକ ସମୟ ଚା’ ପିଉଛନ୍ତି ତେବେ ଏପରି...

ଆପଣଙ୍କ ସୋଫା ଉପରେ ଅଛି କି ବିମ୍, ଜାଣନ୍ତୁ ମନକୁ କେମିତି କରେ….

ଲିଭିଂ ରୁମ୍‌ ଘରର ଏମିତି ଏକ ଅଂଶ; ଯାହାର ସାଜସଜ୍ଜାକୁ ଦେଖିଲେ ପରିବାର ସଦସ୍ୟଙ୍କ ବୈଭବ, ସମ୍ପନ୍ନତା ଓ ମାନସିକତାକୁ ଠଉରେଇ ହୁଏ। ସେଥିପାଇଁ ଲିଭିଂ...

ଗର୍ଭାବସ୍ଥାରେ ବାନ୍ତି କାହିଁକି ହୁଏ, ଜାଣନ୍ତୁ ଏଥିରୁ କେମିତି ପାଇବେ ରକ୍ଷା

ଗର୍ଭାବସ୍ଥା ସମୟରେ ମହିଳାଙ୍କ ଶରୀରରେ ଅନେକ ପରିବର୍ତ୍ତନ ଘଟେ। ଗର୍ଭାବସ୍ଥାରେ ବିଶେଷତଃ ପ୍ରଥମ ତିନି ମାସ ପର୍ଯ୍ୟନ୍ତ ମହିଳାମାନେ କିଛି ଖାଇ ପିଇ ପାରନ୍ତି ନାହିଁ।...

ନିୟମିତ ଯୋଗ କରୁଥିଲେ ଏସବୁ ସମସ୍ୟାରୁ ମିଳିବ ମୁକ୍ତି

ଶରୀରକୁ ସୁସ୍ଥ ତଥା ନୀରୋଗ ରଖିବାକୁ କିଏ ବା ନ ଚାହେଁ? ଏଥିପାଇଁ ନିୟମିତ ବ୍ୟାୟାମ ନିଶ୍ଚୟ କରୁଥିବେ। ତେବେ ନିଜର ଦୈନନ୍ଦିନ ଜୀବନରେ ଯୋଗକୁ...

ବିଳମ୍ବରେ ଉଠୁଥିଲେ ହୋଇଯାନ୍ତୁ ସାବଧାନ: ହୋଇପାରେ…

କେତେକ ବ୍ୟକ୍ତିଙ୍କର ଏକ ଅଭ୍ୟାସ ରହିଛି। ସେମାନେ ପ୍ରାୟ ବିଳମ୍ବରେ ଶୁଅନ୍ତି ଏବଂ ବିଳମ୍ବରେ ଉଠନ୍ତି। ତେଣୁ ଏହାଦ୍ୱାରା ଶାରୀରିକ ପ୍ରକ୍ରିୟା ପ୍ରଭାବିତ ହେବାର ଆଶଙ୍କା...

ହାର୍ଟ ପାଇଁ ଉପକାରୀ ଅମୃତଭଣ୍ଡା

ଅମୃତଭଣ୍ଡାରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ତେବେ ଏହାର ଭଲ ଗୁଣ ତାଲିକାରେ ଆଉ ଏକ କଥାକୁ ନିକଟରେ ଯୋଡ଼ାଯାଇଛି। ଏହାକୁ ଖାଇବା...

ହାଇ ହିଲ୍‌ସ ପିନ୍ଧିଲେ ଦେଖାଦିଏ ଏସବୁ ସ୍ବାସ୍ଥ୍ୟ ସମସ୍ୟା

କଥାରେ ଅଛି- ‘ପ୍ରତି ଅବାଗିଆ ଢଙ୍ଗ ହେଉଛି ଗୋଟିଏ ଫେଶନ’। ନିଜକୁ ସାଧାରଣ ଲୋକଙ୍କଠାରୁ ଅଲଗା ବୋଲି ଦେଖାଇହେବା ପାଇଁ ଲୋକେ ଏହାକୁ ଆପଣେଇ ଥାଆନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri