କିଶୋରନଗର ବ୍ଲକରେ ଅଘୋଷିତ ବିଦ୍ୟୁତ କାଟ, ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ

ବଇଣ୍ଡା,୬।୮ଡି.ଏନ.ଏ.)- କିଶୋରନଗର ବ୍ଲକ ଅଙ୍ଗପଡ଼ା, ତୁରୁଡ଼ା, ଆଡ଼ିକଟା, ଧରଡ଼ପାଳ, ନତଡା, କ୍ଷେତି ଅଞ୍ଚଳରେ ଗତ କିଛିଦିନ ହେବ ଅଘୋଷିତ ବିଦ୍ୟୁତ କାଟ ହେଉଛି। ଫଳରେ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। କିଛିଦିନ ହେବ ମଧ୍ୟାହ୍ନରେ ୮ରୁ୧୦ ଥର ବିଦ୍ୟୁତ କାଟ ହେଉଥିବାବେଳେ ରାତିରେ ୭.୩୦ ରୁ ୮.୩୦ ପର୍ଯ୍ୟନ୍ତ ୧ ଘଣ୍ଟା ବିଦ୍ୟୁତ କାଟ କରାଯାଉଛି। ଫଳରେ ଛାତ୍ରୀଛାତ୍ରମାନେ ପାଠପଢି ପାରୁ ନ ଥିବା ଅଭିଭାବକମାନେ ଅଭିଯୋଗ କରିଛନ୍ତି। ସେହିପରି ବର୍ଷା ସମୟରେ ବିଦ୍ୟୁତ ସରବରାହ ବନ୍ଦ କରି ଦିଆଯାଉଥିବା ସାଧାରଣରେ ଅଭିଯୋଗ ହୋଇଛି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି। ଏ ନେଇ ବାମୁର ସେସୁ ବିଭାଗର କନିଷ୍ଠ ଯନ୍ତ୍ରୀ ଲିଙ୍ଗରାଜ ବେହେରାଙ୍କୁ କୌଣସି ଉତ୍ତର ନ ଦେଇ ପ୍ରସଙ୍ଗକୁ ଏଡ଼ାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା...

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri