କେନ୍ଦୁଝରରୁ ଯାତାୟାତ କଟକଣା ଉଠିଲା

କେନ୍ଦୁଝର,୩ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପୋଲିସ କରୋନା ପାଇଁ ଗାଡ଼ି ପାସ୍‌ ବ୍ୟବସ୍ଥାକୁ ଉଚ୍ଛେଦ କରିଛନ୍ତି। ଏଣୁ ଅନ୍‌ଲାଇନ୍‌ ପାସ ଆବେଦନ ସ୍ଥଗିତ କରାଯାଇଛି। ଓଡ଼ିଶାର ଯେ କୌଣସି ସ୍ଥାନକୁ ଯିବା ପାଇଁ ପାସ୍‌ର ଆବଶ୍ୟକତା ନ ଥିବା ବେଳେ ରାଜ୍ୟ ବାହାରକୁ ଗଲେ ଜିଲାପାଳଙ୍କଠାରୁ ପାସ୍‌ ନେଇ ଯାଇ ପାରିବେ ବୋଲି କେନ୍ଦୁଝର ଏସ୍‌ପି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ଘଟଣା: ହେଲ୍ପଲାଇନ ନମ୍ବର ଜାରି କଲା ପୂର୍ବତଟ ରେଳପଥ

ଚୌଦ୍ୱାର,୩୦ା୩: ରବିବାର ମଧ୍ୟାହ୍ନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ହେବା ପରେ ହେଲ୍ପଲାଇନ୍‌ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍‌ ନମ୍ବର-...

ବଦଳିଲା ଅନେକ ଟ୍ରେନ୍‌ର ଗତିପଥ

ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ୧୧ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ଏକାଧିକ ଯାତ୍ରୀ ଆହତ...

ବାଲି ବୋଝେଇ ଟ୍ରାକ୍ଟର ଓଲଟି: ଦୁଇ ଯୁବକଙ୍କ ମୃତ୍ୟୁ

ନୂଆପଡା,୩୦।୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଅବସ୍ଥିତ ଯୁନାପନି ଗ୍ରାମରେ ବାଲି ବୋଝେଇ ଟ୍ରାକ୍ଟର ଓଲଟି ରବିବାର...

Big Breaking: ନିର୍ଗୁଣ୍ଡିରେ ଲାଇନ୍‌ଚ୍ୟୁତ ହେଲା କାମାକ୍ଷା ଏକ୍ସପ୍ରେସର ୧୧ ବଗି

ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା...

କଳାହାଣ୍ଡିର ମାଟିରେ ତିଆରି ହେଉଛି କ୍ରିକେଟ ପିଚ୍‌: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗସ୍ତ କରିଛନ୍ତି। ପୂର୍ବାହ୍ନ ୧୧ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣାନଗର...

ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ,  ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ

ରାଇକିଆ,୩୦।୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା  ରାଇକିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ...

ବାଲେଶ୍ୱର ବାର ଆସୋସିଏଶନ ନିର୍ବାଚନ କେଶବ ସଭାପତି, ସମ୍ବିତ ପୁଣି ସମ୍ପାଦକ

ବାଲେଶ୍ୱର,୩୦।୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି ।  ଶନିବାର ରାତି ୧୨ ଟାରେ ଫଳାଫଳ ପ୍ରକାଶ...

ହଳପଦରରେ ରାସ୍ତାରୋକ, ଗାଡିମଟର ଚଳାଚଳ ବାଧାପ୍ରାପ୍ତ

ଅମରପାଲି,୩୦।୩(ପୀତାମ୍ବର ସାହୁ): ଜୋର ଜବରଦସ୍ତ ବିଦ୍ୟୁତ ବିଲ ସଂଗ୍ରହକୁ ବିରୋଧ କରି ଆନ୍ଦୋଳନ ତେଜିଛି। ବଦ୍ୟୁତ ବିଲ ନ ଦେବାରୁ ଟାଟାପାୱାର ବୀରମହାରାଜପୁର ବ୍ଲକ ଅନ୍ତର୍ଗତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image