କେନ୍ଦ୍ରାପଡ଼ା ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟା ୨୦୦ ଟପିଲା: ୨୦ ଦିନରେ ୧୦୦ ଆକ୍ରାନ୍ତ ଚିହ୍ନଟ

କେନ୍ଦ୍ରାପଡା ଅଫିସ,୨୧ା୬: କେନ୍ଦ୍ରାପଡା ଜିଲାରେ ରବିବାର ୫ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୩ରେ ପହଞ୍ଚିଛି। ଅପ୍ରେଲ ୭ରେ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ପ୍ରଥମ ୧୦୦ ଟପିବା ପାଇଁ ଜୁନ ୧ ତାରିଖ ପର୍ଯ୍ୟନ୍ତ ସମୟ ଅବଧି ଥିବା ବେଳେ ପରବର୍ତ୍ତୀ ୧୦୦ ପାଇଁ ମାତ୍ର ୨୦ ଦିନ ଲାଗିଛିା ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ ଜଣ ପ୍ରବାସୀ ଅଛନ୍ତି । ଅନ୍ୟ ୬ ଜଣ ଦୁଇଟି ସଙ୍ଗରୋଧ କେନ୍ଦ୍ରର ଆଶା କର୍ମୀ, ସ୍ବାସ୍ଥ୍ୟ କର୍ମୀ ଓ ସଫେଇ କର୍ମଚାରୀ ଅଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ଅଧିକାଂଶ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅଦ୍ୟାବଧି ୧୪ ଜଣ ସଂଗରୋଧ କେନ୍ଦ୍ରରୁ ଘରକୁ ଯିବାପରେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ଏଯାବତ୍‌ କୌଣସି ଆକ୍ରାନ୍ତଙ୍କ ମୃତ୍ୟୁ ଘଟି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର କିଏ ପାଇବେ ‘ସୁଭଦ୍ରା ଟଙ୍କା? ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ବାଦ୍‌ ପଡ଼ିଥିବା ୨୫ ପ୍ରତିଶତ ମହିଳାଙ୍କୁ ନଭେମ୍ବର ୨୪ ତାରିଖ ତଥା ରବିବାର ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା ମିଳିବ।...

ଦାନା ବାନ୍ଧୁଛି ଆଉ ଏକ ବାତ୍ୟା: ୨୭ରୁ ଦକ୍ଷିଣ ଓଡ଼ିଶାରେ ବର୍ଷା…

ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ତାମିଲନାଡୁ ଉପକୂଳରେ ଦାନା ବାନ୍ଧୁଛି ଏକ ବାତ୍ୟା । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।...

ଅହରହ ଜଳୁଛି ଷ୍ଟ୍ରିଟ୍‌ଲାଇଟ୍‌, ପଚାରିଲେ ବିଦ୍ୟୁତ୍‌ କର୍ମଚାରୀ କହୁଛନ୍ତି…

ନିରାକାରପୁର,୨୩ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଦୁର୍ଘଟଣା ରୋକାଯିବା ସହିତ ଦୂର ସ୍ଥାନକୁ କିଭଳି ଶୀଘ୍ର ତଥା ସୁବିଧାରେ ଯାତାୟାତ କରିପାରିବେ ସେଥିପାଇଁ ରାଜରାସ୍ତାର ଅନେକ ସ୍ଥାନରେ...

ଚନ୍ଦକା ଗଲା ଛୁଆହାତୀ, ଭାବବିହ୍ବଳ ହେଲେ ବନ କର୍ମଚାରୀ

କେନ୍ଦୁଝର,୨୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ମେଗାନର୍ସରୀରେ ରଖାଯାଇଥିବା ୩ମାସର ଛୁଆହାତୀକୁ ବନ ବିଭାଗର ‘ରକ୍ଷକ’ ଯାନରେ ଶନିବାର ଚନ୍ଦକା ସ୍ଥାନାନ୍ତର...

କୋଠରିରେ ତାଲା ପକାଇ ସ୍ବାମୀଙ୍କୁ ରଖିଥିଲେ ସ୍ତ୍ରୀ: ଆଠ ଦିନପରେ ହେଲେ ଉଦ୍ଧାର

ମୋହନା,୨୩ା୧୧(ମନ୍ନମଥ ମିଶ୍ର): ସ୍ବାମୀଙ୍କୁ ୮ ଦିନ ଏକ କୋଠରିରେ ତାଲା ପକାଇ ରଖିଥିଲେ ସ୍ତ୍ରୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା...

ଗାଁ ରାସ୍ତାରେ ବାଘ ପାଦ ଚିହ୍ନ: ଭୟଭୀତ ଗ୍ରାମବାସୀ

ମୋହନା,୨୩ା୧୧(ମନ୍ମଥ ମିଶ୍ର): ପୁଣି ବାଘ ଆତଙ୍କ। ଘାଟି ନିକଟ ଗାଁ ରାସ୍ତାରେ ବାଘ ପାଦ ଚିହ୍ନ ଦେଖି ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଗଜପତି ଜିଲା ମୋହନା...

ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ...

ପଦାକୁ ଆସିଲା ନବଜାତ ଶିଶୁକନ୍ୟା ବିକ୍ରି: ଜେଲ ଗଲେ ୩ ଅଭିଯୁକ୍ତ

ଲାଠୋର,୨୩ା୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ଅଞ୍ଚଳର ଏକ ନବଜାତ ଶିଶୁକନ୍ୟା ବିକ୍ରି ହେବା ନେଇ ଚର୍ଚ୍ଚା ହୋଇଥିଲା । ଏହି ଘଟଣାରେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri