କେନ୍ଦ୍ରାପଡା ଲୋକ ସଭାରେ ବିଜେଡି ପ୍ରାର୍ଥୀ ଆଗୁଆ

କେନ୍ଦ୍ରାପଡା ଅଫିସ,୨୩ା୫- ପ୍ରଥମ ରାଉଣ୍ଡ ଗଣତି ପରେ କେନ୍ଦ୍ରାପଡା ଲୋକ ସଭା ଆସନରେ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧୩୧୨ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମହାନ୍ତି ୪୫୧୦ ଖଣ୍ଡ ଭୋଟ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ବୈଜୟନ୍ତ ପଣ୍ଡା ୩୧୯୮ ଖଣ୍ଡ ଭୋଟ ପାଇଛନ୍ତି।

Share