କେବିସିରେ ଜିତିଥିଲେ ୫ କୋଟି, ଏବେ ଗୋଟିଏ ବର୍ଷରେ ୭୦ ହଜାର ଗଛ ଲଗାଇ ଚର୍ଚ୍ଚାରେ ସୁଶୀଲ

ବମ୍ବେ: ବର୍ତ୍ତମାନ ସମୟରେ ପରିବେଶ ପ୍ରଦୂଷଣ ମୁଖ୍ୟ ସମସ୍ୟାରେ ପରିଗଣିତ ହେଲାଣି। ଏହାକୁ ରୋକିବା ନିମନ୍ତେ ବୃକ୍ଷ ରୋପଣ କରିବା ଆବଶ୍ୟକ। ତେବେ ଅନେକ ସଚେତନ ନାଗରିକ ଏ ଦିଗରେ ପଦକ୍ଷେପ ନେଉଥିବା ବେଳେ କେବିସି-୫ର ବିଜେତା ସୁଶୀଲ କୁମାର ୭୦ ହଜାରରୁ ଅଧିକ ଗଛ ଲଗାଇ ଚର୍ଚ୍ଚାକୁ ଆସିଛନ୍ତି।

କେବିସିରୁ ୫ କୋଟି ଟଙ୍କା ଜିତିବା ପରେ ସୁଶୀଲ କିଛି ନିଆରା କରିବାକୁ ଭାବିଥିଲେ। ଶେଷରେ ବିହାରର ‘ଚମ୍ପାରଣ’ରେ ଉଜୁଡ଼ି ଯାଇଥିବା ଚମ୍ପା ଗଛ ବଣକୁ ପୁନର୍ବାର ଫେରାଇ ଆଣିବାକୁ ପ୍ରତିଶ୍ରୁତି ନେଇଥିଲେ। ଦୀର୍ଘ ଏକ ବର୍ଷ ଧରି ସତୁରୀ ହଜାର ଚମ୍ପା ଗଛ ଲଗାଇବା ଫଳରେ ସେଠାରେ ପୁର୍ବାବସ୍ଥା ଫେରିଆସଛି। ଏହା ପରେ ସେ ଏବେ ବର ଏବଂ ପିପଳି ଗଛ ଲଗାଇବା ଅଭିଯାନ ଆରମ୍ଭ କରିଛନ୍ତି।

ଏ ନେଇ ସେ କୁହନ୍ତି, ପୂର୍ବରୁ ଚମ୍ପାରଣ ଚମ୍ପକାରଣ୍ୟ ନାମରେ ଖ୍ୟାତ ଥିଲା, କାରଣ ଏଠାରେ ବିପୁଳ ପରିମାଣରେ ଚମ୍ପା ଗଛ ଦେଖିବାକୁ ମିଳୁଥିଲା। ମାତ୍ର ସେଠାରେ ଗୋଟିଏ ବି ଚମ୍ପା ଗଛ ଦେଖିବାକୁ ପାଇଲି ନାହିଁ। ଏଥିଯୋଗୁ ଗତ ବର୍ଷ ଚମ୍ପା ଗଛ ଲଗାଇବା ଅଭିଯାନ ଆରମ୍ଭ କରିଥିଲି। ୨୨ ଏପ୍ରିଲ ୨୦୧୮ରେ ଆରମ୍ଭ କରିଥିବା ଅଭିଯାନ ଏବେ ବଡ଼ ହେଲାଣି। ଇତିମଧ୍ୟରେ ୭୦ହଜାର ଚମ୍ପା ଗଛ ଲଗାଇବା ପରେ ଏକ ମାସ ମଧ୍ୟରେ ୯୪ଟି ପିପଳି ଏବଂ ୪ଟି ବରଗଛ ଲଗାଇସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ...

ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି।...

ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି

ଭୁବନେଶ୍ୱର,୧୬।୪: କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ...

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା

ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍‌ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ...

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ...

ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ...

ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…

ରାୟଗଡା,୧୬।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଅତିରିକ୍ତ ଜିଲାପାଳ ନିହାର ରଞ୍ଜନ କହଁରଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ଦିନ ଦ୍ବିପହରରେ ଦୁବୃର୍ତ୍ତ ମାନେ ଚୋରି ପାଇଁ ଉଦ୍ୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image