କୋଭିଡ୍‌- ୧୯: ପୂର୍ବତନ ଫୁଟବଲ କ୍ଲବ ସଭାପତିଙ୍କ ମୃତ୍ୟୁ

ଡକାର (ସେନେଗାଲ),୧।୪ (ଏପି): କରୋନା ଭାଇରସ ସଂକ୍ରମଣରେ ଫ୍ରେଞ୍ଚ୍‌ ଫୁଟବଲ କ୍ଲବ ମାର୍ସେଲିର ସଭାପତି ପେପ୍‌ ଡିଓଫ୍‌ ମୃତ୍ୟୁବରଣ କରିଛନ୍ତି। ପେପ୍‌ ୬୮ ବର୍ଷ ବୟସରେ ପ୍ରାଣ ହରାଇଛନ୍ତି। ପଶ୍ଚିମ ଆଫ୍ରିକୀୟ ଦେଶଗୁଡିକରେ ଏହା ପ୍ରଥମ କରୋନା ଭାଇରସ ସମ୍ପର୍କିତ ମୃତ୍ୟୁ ସାବ୍ୟସ୍ତ ହୋଇଛି। ପେପ୍‌ ମଙ୍ଗଳବାର ମୃତ୍ୟୁ ବରଣ କରିଛନ୍ତି ବୋଲି ସେନେଗାଲ ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି। ସ୍ଥାନୀୟ ଫାନ୍ନ ହସ୍ପିଟାଲରେ ଶନିବାରଠାରୁ ତାଙ୍କର ଚିକିତ୍ସା କରାଯାଉଥିଲା ବୋଲି ସେନେଗାଲ ସ୍ବାସ୍ଥ୍ୟ ମନ୍ତ୍ରୀ ଡିଓଫ୍‌ ସାର କହିଛନ୍ତି। କିଛଦିନ ତଳେ ସେ ଫ୍ରାନ୍ସ ସମେତ ଆଇଭରୀ କୋଷ୍ଟ ଓ ବିଭିନ୍ନ ଦେଶ ଭ୍ରମଣ କରିଥିଲେ ବୋଲି ତାଙ୍କ ପରିବାର ସୂତ୍ରରୁ ପ୍ରକାଶ। ସେନେଗାଲ ରାଷ୍ଟ୍ରପତି ମ୍ୟାକି ସାଲ ପେପ୍‌ଙ୍କ ଦେହାନ୍ତରେ ତାଙ୍କ ପରିବାର ସଦସ୍ୟଙ୍କୁ ଶୋକ ବାର୍ତ୍ତା ପଠାଇଛନ୍ତି ଓ ସେ ଟୁଇଟରରେ ଏ ନେଇ ଦୁଃଖ ପ୍ରକାଶ କରିବା ସହ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମିତିସଭ୍ୟ ଉପନିର୍ବାଚନ: ଭାଜପା ସମର୍ଥିତ ଶ୍ୟାମସୁନ୍ଦର ବିଜୟୀ

ବେଲଗୁଣ୍ଠା,୨୪ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଧୂମୁଛାଇ ପଞ୍ଚାୟତର ସମିତିସଭ୍ୟ ପଦବୀ ପାଇଁ ବୁଧବାର ଉପନିର୍ବାଚନ ହୋଇଥିଲା। ଗୁରୁବାର ଭୋଟ୍‌ ଗଣତି କରାଯାଇ...

ଜାଲ ସାର୍ଟିଫିକେଟ୍‌ ମାମଲା: ପୁଣି ଖୋଳତାଡ଼ ଆରମ୍ଭ କଲା ସିବିଆଇ

ବଲାଙ୍ଗୀର,୨୪ା୪(ବୀରେନ୍ଦ୍ର କୁମାର ଝାଙ୍କର)-୨୦୨୩ ମସିହାର ଚର୍ଚ୍ଚିତ ଜାଲ ସାର୍ଟିଫିକେଟ୍‌ ମାମଲାର ପୁନଃ ଖୋଲତାଡ ଆରମ୍ଭ କରିଛି ସିବିଆଇ ଟିମ୍‌। ସିବିଆଇର ଏକ ଟିମ୍‌ ବଲାଙ୍ଗୀରରେ ପହଞ୍ଚି...

ପଞ୍ଚାୟତିରାଜ ଅନୁଷ୍ଠାନ ସଶକ୍ତ ହେଲେ ବିକଶିତ ଓଡ଼ିଶା ସମ୍ଭବ

ବରଗଡ,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ବରଗଡ଼ ଗୋରୁ ମାର୍କେଟ ପରିସରରେ ଅନୁଷ୍ଠିତ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ...

Pahalgam Terror Attack: ସରକାର ମାନିଲେ ସୁରକ୍ଷାରେ ହୋଇଛି ତ୍ରୁଟି, ରିଜିଜୁ କହିଲେ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମସ୍ତ...

ଆରମ୍ଭ ହେଲା କବାଡ଼ି ପ୍ରମିୟର ଲିଗ୍‌: ସାମିଲ ହେଲେ ୧୨ ଦଳ

ସମ୍ବଲପୁର,୨୪ା୪(ବି.ଶଙ୍କର): ସମ୍ବଲପୁର କବାଡ଼ି କ୍ଲବ ଓ ସମ୍ବଲପୁର ବଏଜ ମିଳିତ ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ସମ୍ବଲପୁର କବାଡ଼ି ପ୍ରିମିୟର ଲିଗ(ଏସ୍‌କେପିଏଲ) ଗୁରୁବାର ରାତିରେ ଗଙ୍ଗାଧର ମୁକ୍ତ...

ପହଲଗାମ ମୃତକଙ୍କୁ ନାଗରିକ ମଞ୍ଚ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଜମ୍ମୁ-କଶ୍ମୀରର ପହଲଗାମ ଠାରେ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ମୃତ୍ୟୁବରଣ ହୋଇଛନ୍ତି। ସେମାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ...

ଭାରତ ଆସିବେନି ନଦିମ

ନୂଆଦିଲ୍ଲୀ,୨୪ା୪: ଆସନ୍ତା ମେ’ ୨୪ ତାରିଖରୁ ବେଙ୍ଗାଲୁରୁରେ ହେବାକୁ ଥିବା ନୀରଜ ଚୋପ୍ରା କ୍ଲାସିକ ଇଭେଣ୍ଟରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପାକିସ୍ତାନର ଅଲିମ୍ପିକ ଚାମ୍ପିୟନ ଅର୍ଶଦ ନଦିମ...

ଆକ୍ରମଣ ପାଇଁ ପ୍ରସ୍ତୁତ ହେଲଣି ଭାରତୀୟ ବାୟୁସେନା? ଆକାଶରେ ଗର୍ଜିଲା ସୁଖୋଇ Su-30, ରାଫେଲ

ନୂଆଦିଲ୍ଲୀ,୨୪।୪: ପାକିସ୍ତାନ ପ୍ରାୟୋଜିତ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ପ୍ରତିକ୍ରିୟା କଠୋର ଏବଂ ଆକ୍ରମଣାତ୍ମକ ହେବାରେ ଲାଗିଛି। ଭାରତୀୟ ବାୟୁସେନା ‘Aakraman’ ଅଭ୍ୟାସ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image