କୋର୍ଟରେ ଆତ୍ମସମର୍ପଣ କଲେ ସିସୋର ନିର୍ଦ୍ଦେଶକ ପ୍ରଶାନ୍ତ ଦାଶ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ସିସୋର ନିର୍ଦ୍ଦେଶକ ପ୍ରଶାନ୍ତ ଦାଶ ମଙ୍ଗଳବାର ରାଉରକେଲା ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ରଘୁନାଥପଲ୍ଲୀ ଥାନାର ଏକ ଠକେଇ ମାମଲାରେ ସେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ତଳ କୋର୍ଟରେ ଆତ୍ମସମର୍ପଣ କରିବାକୁ ହାଇକୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା।

Share