କୋଲେଷ୍ଟ୍ରଲ ନିୟନ୍ତ୍ରଣ କରେ ଦହି

ଦହି ଶରୀର ପାଇଁ ବେଶ୍‌ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଦହି ରକ୍ତରେ ନିର୍ମିତ ହେଉଥିବା କୋଲେଷ୍ଟ୍ରଲର ଅତ୍ୟଧିକ ମାତ୍ରାକୁ ନିୟନ୍ତ୍ରିତ କରିଥାଏ। ଯଦ୍ଦ୍ବାରା ଶିରାପ୍ରଶିରାରେ ରକ୍ତପ୍ରବାହ ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ ଏବଂ ହୃଦ୍‌ସ୍ପନ୍ଦନ ଠିକ୍‌ ରହିବ। ଏକ ଗବେଷଣାରୁ ଜଣାପଡ଼ିଛି, ଦୀର୍ଘ ସମୟ ଧରି ଦହି ସେବନ କରୁଥିବା ଲୋକଙ୍କ ମଧ୍ୟରେ ଉଚ୍ଚ ରକ୍ତଚାପ ସମସ୍ୟାର ଆଶଙ୍କା କମ୍‌ ଥାଏ। ଯେଉଁମାନେ ପ୍ରତିଦିନ ନିଜ କ୍ୟାଲୋରିର ମାତ୍ରାରେ ଅତିକମ୍‌ରେ ଦୁଇ ପ୍ରତିଶତ ଦହିରୁ ହାସଲ କରିଥାନ୍ତି, ସେମାନଙ୍କଠାରେ ଉଚ୍ଚ ରକ୍ତଚାପ ସମସ୍ୟା ଉପତ୍ନ୍ନ ହେବା ଆଶଙ୍କା ୩୧ ପ୍ରତିଶତ ହ୍ରାସ ପାଇଥାଏ। ଯଦି ଉଚ୍ଚ ରକ୍ତଚାପ ଅଧିକ ସମୟରୁ ରହିଆସୁଛି, ତେବେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ଗ୍ରହଣ କରନ୍ତୁ। ଏହାବ୍ୟତୀତ ଦହିରେ ଅନ୍ୟ ରୋଗରୁ ଆରୋଗ୍ୟ ଲାଭ କରିବାର ଗୁଣ ମଧ୍ୟ ଭରପୂର ରହିଛି। ଦହି ଦୈନନ୍ଦିନ ସେବନ କରିବା ଦ୍ୱାରା ପେଟ ସମ୍ବନ୍ଧୀୟ ରୋଗରୁ ରକ୍ଷା ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୫ରେ ଏହି ୩ ରାଶି ବ୍ୟକ୍ତିଙ୍କର ଚମକିବ ଭାଗ୍ୟ

ନୂତନ ବର୍ଷ ୨୦୨୫ ଆରମ୍ଭ ହେବାକୁ ଯାଉଛି। ଏହି ବର୍ଷ କିଛି ରାଶିର ବ୍ୟକ୍ତିଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବାକୁ ଯାଉଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ,...

ଶୀତଦିନେ ସୁସ୍ଥ ରହିବାକୁ ଚାହୁଁଥିଲେ ଖାଆନ୍ତୁ ଏସବୁ…

ସାଧାରଣତଃ ଶୀତଦିନେ ପାଳଙ୍ଗ ଶାଗ, ମେଥିଶାଗ, ସୋରିଷ ଶାଗ ଓ ମୂଳା ଶାଗ ଅଧିକ ପରିମାଣରେ ମିଳିଥାଏ। ଏଥିରେ ଭିଟାମିନ୍‌-ଏ, ଭିଟାମିନ୍‌ ‘ସି’, ଭିଟାମିନ୍‌ ‘ଇ’,...

ଡାଇବେଟିସ୍‌ ସମସ୍ୟା ଥିଲେ…

ଯଦି ଆପଣ ଡାଇବେଟିସ୍‌ରେ ଆକ୍ରାନ୍ତ ତେବେ ପ୍ରଥମ କଥା ହେଲା ନିୟମିତ ସମୟ ଅନ୍ତରାଳରେ ରକ୍ତରେ ସୁଗାର ପରିମାଣ କେତେ ରହୁଛି ତାହା ମାପି ନିଅନ୍ତୁ।...

ଦୂର ସାଗରର ଝଡ଼

ଜଳର ବଳ: ବାୟୁରେ ଅସଂଖ୍ୟ ଜଳୀୟବାଷ୍ପ କଣିକା ଅଦୃଶ୍ୟ ରୂପେ ଥାଏ। ଶୀତଳବାୟୁର ଜଳୀୟବାଷ୍ପ ଧାରଣ କ୍ଷମତା ସୀମିତ ଥିଲାବେଳେ ଖରାଦିନର ଗରମ ବାୟୁ ଯଥେଷ୍ଟ...

ଭାରତୀୟ ଅନ୍ତରୀକ୍ଷ କେନ୍ଦ୍ର

ପୃଥିବୀ କକ୍ଷରେ ରହି ଏହାକୁ ପରିକ୍ରମଣ କରୁଥିବା ଏକ କୃତ୍ରିମ ସଂରଚନା ହେଉଛି ଅନ୍ତରୀକ୍ଷ କେନ୍ଦ୍ର। ଏଥିରେ ଅନେକ ଦିନ ପର୍ଯ୍ୟନ୍ତ ରହି ମହାକାଶଚାରୀମାନେ ଗବେଷଣା...

ସେଲିବ୍ରିଟିମାନେ ପିଉଥିବା ବ୍ଲାକ ଓ୍ବାଟରର ଉପକାରିତା କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୬।୧୧: ଆମେ ସମସ୍ତେ କଳା ଜଳ ବା ବ୍ଲାକ ଓ୍ବାଟରର ନାମ ଅର୍ଥାତ୍‌ କ୍ଷାରୀୟ ଜଳର ନାମ ଶୁଣିଛୁ । ଆପଣ ପ୍ରାୟ ପ୍ରତ୍ୟେକ ସେଲିବ୍ରିଟି...

କାର୍ତ୍ତିକ ପୂର୍ଣ୍ଣିମାରେ ଅଦ୍ଭୁତ ସଂଯୋଗ: ଏସବୁ ରାଶିର ଭାଗ୍ୟ ଖୋଲିବ,ଅଟକି ଥିବା କାମ… 

ହିନ୍ଦୁ ଧର୍ମରେ ଦେବ ଦୀପାବଳିର ବଡ଼ ମହତ୍ୱ ରହିଛି। ଏହାକୁ କାର୍ତ୍ତିକ ମାସର ପୂର୍ଣ୍ଣିମା ତିଥିରେ ପାଳନ କରାଯାଇଥାଏ। କାର୍ତ୍ତିକ ପୂର୍ଣ୍ଣିମା ରାତିରେ ସମସ୍ତ ଦେବୀଦେବତା...

ଡାଇବେଟିସରୁ ବଞ୍ଚିବାକୁ ଚାହୁଁଥିଲେ, କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ,୧୩।୧୧: ଡାଇବେଟିସ ସମଗ୍ର ବିଶ୍ୱ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ସବୁ ବୟସର ଲୋକମାନେ ଏହି କ୍ରନିକ ରୋଗର ଶିକାର ହେଉଛନ୍ତି। ବ୍ଲଡ ସୁଗାର ଅଧିକ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri