କ୍ଲିନ୍‌ ଚିଟ୍‌ ନେଇ ନିର୍ବାଚନ କମିଶନ ଦୁଇଫାଳ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ଶେଷ ପର୍ଯ୍ୟାୟ ମତଦାନ ମେ ୧୯ରେ ହେବ। ଏହା ପୂର୍ବରୁ ଆଚରଣ ବିଧି ଉଲ୍ଲଂଘନ ନେଇ କ୍ଲିନ୍‌ ଚିଟ୍‌ ପ୍ରସଙ୍ଗକୁ କେନ୍ଦ୍ରକରି ନିର୍ବାଚନ କମିଶନରେ ମତଭେଦ ଦେଖାଦେଇଛି। ମୁଖ୍ୟ ନିର୍ବାଚନ କମିଶନ ସୁନୀଲ ଅରୋରା ଏବଂ ନିର୍ବାଚନ କମିଶନ ଅଶୋକ ଲବାସା ମୁହାଁମୁହିଁ ହୋଇଛନ୍ତି। ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କୁ ଲଗାତାର କ୍ଲିନ୍‌ ଚିଟ୍‌ ଦିଆଯାଉଥିବାବେଳେ ବିରୋଧୀ ଦଳ ସଦସ୍ୟଙ୍କୁ କାହିଁକି କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଉଛି ସେ ନେଇ ଲବାସା ଯୁକ୍ତି ବାଢ଼ିଛନ୍ତି। ଲବାସା ଦେଶର ପରବର୍ତ୍ତୀ ନିର୍ବାଚନ କମିଶନ ଦୌଡ଼ରେ ରହିଛନ୍ତି। ଏପରି ସ୍ଥଳେ ସୁନୀଲ ଏବଂ ଲବାସା ମୁହାଁମୁହିଁ ହେବା ସାଧାରଣ କଥା ନୁହେଁ ବୋଲି କୁହାଯାଉଛି। ଏନେଇ କଂଗ୍ରେସ ସଦସ୍ୟ ରଣଦୀପ୍‌ ସୁରଜୱାଲା ମୁଖ୍ୟ ନିର୍ବାଚନ କମିଶନ ଭାଜପାର ସପକ୍ଷ ନେଉଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

JEE MAIN EXAMର ୨ ଦିନ ପୂର୍ବରୁ ଟ୍ରେନ୍‌ ଆଗକୁ ଡେଇଁ ଜୀବନ ହାରିଲେ ଛାତ୍ର

ନୂଆଦିଲ୍ଲୀ, ୩୧।୩:ଆସନ୍ତା ଏପ୍ରିଲ ୨ରେ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ହେବାକୁ ଥିବା ବେଳେ ଏହାର ୨ ଦିନ ପୂର୍ବରୁ କୋଟାରେ ଜଣେ ଆଶାୟୀ(୧୮)...

ଟ୍ରାଫିକ୍‌ ନିୟମ କଡ଼ାକଡ଼ି: ଇ-ଚାଲାଣ ପୈଠ ନ କଲେ ଡ୍ରାଇଭିଂ ଲାଇସେନ୍ସ ହେବ ଜବତ

ନୂଆଦିଲ୍ଲୀ,୩୧ା୩:ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ଘଟଣାରେ ଦଣ୍ଡସ୍ବରୂପ ଯେତିକି ଇ-ଚାଲାଣ କଟାଯାଉଛି, ତା’ର ମାତ୍ର ୪୦ ପ୍ରତିଶତ ଦେୟ ଆଦାୟ ହେଉଥିବା ଜଣାପଡ଼ିଛି। ଅନେକ ନିୟମ ଉଲ୍ଲଂଘନକାରୀ...

ଚଳିତ ବର୍ଷ ଏପ୍ରିଲ୍‌ରୁ ଜୁନ୍‌ ଅଗ୍ନିବର୍ଷା: IMD ଡିଜି

ନୂଆଦିଲ୍ଲୀ, ୩୧।୩: ସୋମବାର ଆଇଏମଡି କହିଛି ଯେ, ଭାରତରେ ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ। କେନ୍ଦ୍ରୀୟ ଏବଂ ପୂର୍ବ ଭାରତ...

ମ୍ୟାନମାର୍‌ ଭୂମିକମ୍ପ: ମୃତକଙ୍କ ସଂଖ୍ୟା ୨ ହଜାର ଟପିଲା

ମ୍ୟାନମାର୍‌,୩୧।୩: ମିଆଁମାରରେ ହୋଇଥିବା ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଏହି ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୨,୦୫୬ କୁ ବୃଦ୍ଧି ପାଇଛି ଏବଂ...

ନୋବେଲ ପାଇଁ ମନୋନୀତ ହେଲେ ଇମ୍ରାନ ଖାନ, ଏହି କାମ ହେଲା ଆଧାର…

ନୂଆଦିଲ୍ଲୀ, ୩୧।୩: ରାଜନୈତିକ ଅସ୍ଥିରତା ଏବଂ ଅଶାନ୍ତି ସହିତ ସଂଘର୍ଷ କରୁଥିବା ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ନୋବେଲ ମନୋନୟନ ଯୋଗୁଁ ଖବରର ଶିରୋନାମାରେ...

୩ ମାସରେ ପୈଠ କରନ୍ତୁ ଟ୍ରାଫିକ୍ ଜରିମାନା ନହେଲେ କଟିଯିବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର, ୩୧।୩: ସରକାର ତିନି ମାସ ମଧ୍ୟରେ ଟ୍ରାଫିକ୍ ଇ-ଚାଲାଣ ପୈଠ ନକରୁଥିବା ବ୍ୟକ୍ତିଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଧ ରଦ୍ଧ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା...

ମୋଦିଙ୍କ ଉତ୍ତରାଧିକାରୀକୁ ନେଇ ତେଜିଲା ରାଜନୀତି: ସଞ୍ଜୟଙ୍କ ପରେ ଫଡନବୀସ କହିଲେ ଏମିତି…

ନାଗପୁର,୩୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାଗପୁର ଗସ୍ତ ଉପରେ ଶିବସେନା (UBT) ନେତା ସଞ୍ଜୟ ରାଉତଙ୍କ ବୟାନ ଏକ ଭିନ୍ନ ମୋଡ଼ ଦେଇଛି। ସେ କହିଛନ୍ତି,...

ବଳାତ୍କାର ଅଭିଯୋଗରେ ନିର୍ଦ୍ଦେଶକ ଗିରଫ: ମହାକୁମ୍ଭ ଭାଇରାଲ୍‌ ଗର୍ଲ ମୋନାଲିସାଙ୍କୁ ଫିଲ୍ମ କରିଥିଲେ ଅଫର୍‌

ନୂଆଦିଲ୍ଲୀ,୩୧।୩: ‘ମହାକୁମ୍ଭ ୨୦୨୫’ରେ ଭାଇରାଲ ହୋଇଥିବା ମୋନାଲିସାଙ୍କୁ ତାଙ୍କ ଫିଲ୍ମରେ ଏକ ଭୂମିକା ପ୍ରଦାନ କରିଥିବା ନିର୍ଦ୍ଦେଶକ ସନୋଜ ମିଶ୍ରଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image