କ୍ଷୀର ପରି ତୋଫା ଗୋରା ୪ ଅଭିନେତ୍ରୀଙ୍କ ଚେହେରା: ନେବାକୁ ପଡ଼େନି ମେକ୍‌ ଅପ୍‌

ମୁମ୍ବାଇ: ଫିଲ୍ମ ଶୁଟିଂ ସମୟରେ ଅଭିନେତ୍ରୀ, ଅଭିନେତା ତଥା ଅନ୍ୟ କଳାକାରଙ୍କୁ ମେକ୍‌ ଅପ୍‌ ନେବାକୁ ପଡ଼ିଥାଏ। ତେବେ ବିଲିଉଡ୍‌ର ୪ ଅଭିନେତ୍ରୀଙ୍କ ଚେହେରା କ୍ଷୀର ପରି ତୋଫା ଗୋରା। ତେଣୁ ସେମାନଙ୍କୁ ପ୍ରାୟତଃ କୌଣସି ମେକ୍‌ ଅପ୍‌ ନେବାକୁ ପଡ଼ି ନ ଥାଏ। ଅଭିନେତ୍ରୀ ତମନ୍ନା ଭାଟ୍ଟିଆ, ନୋରା ଫତେହି, ଉର୍ବଶୀ ରୌତେଲା ଏବଂ ୟାମୀ ଗୌତମଙ୍କ ଚେହେରା ଏଭଳି। ଶୁଟିଂ ସମୟରେ ସେମାନଙ୍କୁ ଅଧିକ ମେକ୍‌ ଅପ୍‌ ନେବାର ଆବଶ୍ୟକତା ପଡ଼େ ନାହିଁ। ସୋସିଆଲ୍‌ ମିଡ଼ିଆରେ ଏହି ୪ ଅଭିନେତ୍ରୀଙ୍କୁ ନେଇ ସବୁବେଳେ ଚର୍ଚ୍ଚା ଲାଗି ରହିଥାଏ।

Share