କ୍ୟାନସରରୁ ଦୂରେଇ ରହିବାକୁ ଚାହୁଁଛନ୍ତି;ସକାଳେ ଗ୍ଲାସେ ଉଷୁମ ପାଣି ସହିତ ଚୋବାଇ ଖାଆନ୍ତୁ ଏହାକୁ…

ପ୍ରତିଦିନ ସକାଳେ ଗ୍ଲାସେ ଉଷୁମ ପାଣି ସହିତ ୭ଟି ଗୋଲମରିଚ ଚୋବାଇ ଖାଇଲେ ଅନେକ ରୋଗରୁ ରକ୍ଷା ମିଳିଥାଏ । ନିୟମିତ ଏପରି କଲେ ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଯୋଗୁ କ୍ୟାନସରରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଗୋଲମରିଚରେ ପ୍ରୋଟିନ୍‌ ରହିଥାଏ । ଏହାଦ୍ୱାରା ମାଂସପେଶୀ ମଜଭୁତ ହୁଏ । ଗୋଲମରିଚ ଚୋବାଇ ଖାଇଲେ ଶରୀରରେ ମେଟାବୋଲିଜିମ ପ୍ରକ୍ରିୟା ସ୍ବାଭାବିକ ହୋଇଥାଏ। ଏହା ଓଜନ କମାଇବାରେ ମଧ୍ୟ ସହାୟକ ହୁଏ। ଗୋଲମରିଚ ଶରୀରରୁ ବିଷାକ୍ତ ପଦାର୍ଥ ବାହାର କରିଦିଏ ବୋଲି ଆୟୁର୍ବେଦରେ ସୂଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ମହାନଦୀରେ ଗାଧୋଉଥିବା ବେଳେ ଦୁଇ ଯୁବକଙ୍କର ମୃତ୍ୟୁ

କଟକ,୨୪।୪: ଗୁରୁବାର କଟକରେ ମହାନଦୀରେ ଭାସି ଯାଇଥିବା ଦୁଇ ଯୁବକଙ୍କୁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଥିଲେ। କିନ୍ତୁ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ...

ଅଗ୍ନିବୀର ନିଯୁକ୍ତି ଦୁର୍ନୀତି: ଖୋର୍ଦ୍ଧାରେ ୩ ନୌସେନା ଅଧିକାରୀ ଗିରଫ, ୧୨ଟି ବ୍ୟାଙ୍କ ଆକାଉଣ୍ଟ ଜବତ

ଭୁବନେଶ୍ୱର,୨୪।୪(ପ୍ରଭାତ ପାଣିଗ୍ରାହୀ): ଏକ ବଡ଼ ସଫଳତାରେ, ଖୋର୍ଦ୍ଧା ପୋଲିସ ଆଇଏନଏସ ନିଯୁକ୍ତି ପ୍ରକ୍ରିୟାରେ ଏକ ବିରାଟ ଠକେଇର ପର୍ଦ୍ଦାଫାଶ କରିଛି। ଭାରତୀୟ ନୌସେନାରେ ଅଗ୍ନିବୀର ଭାବେ...

ଗ୍ରାମାଞ୍ଚଳ ବିକାଶରେ ପଞ୍ଚାୟତର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୨୪ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ଏଥିରେ ବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ...

୧,୧୯୨ କୋଟି ଟଙ୍କାର ସାତଟି ନବୀକରଣଯୋଗ୍ୟ ଶକ୍ତି ପ୍ରକଳ୍ପକୁ ଅନୁମୋଦନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୪।୪: ଓଡ଼ିଶା ସରକାର ୧,୧୯୧.୪୭ କୋଟି ଟଙ୍କାର ସାତଟି ନବୀକରଣଯୋଗ୍ୟ ଶକ୍ତି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଶକ୍ତି ବିଭାଗର ପ୍ରମୁଖ ସଚିବ ବିଶାଳ ଦେବଙ୍କ ଅଧ୍ୟକ୍ଷତାରେ...

‘ଭାରତ ପାଣି ବନ୍ଦ କଲେ ଏହା ହେବ Act of War’, NSC ମିଟିଂ ପରେ କାହିଁକି ଏମିତି କହିଲା ପାକିସ୍ତାନ

ଇସଲାମାବାଦ,୨୪।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଗୁରୁବାର ଜାତୀୟ ସୁରକ୍ଷା କମିଟି (ଏନଏସସି) ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ, ୨୨ ଏପ୍ରିଲ ୨୦୨୫ରେ ପହଲଗାମରେ...

ତପସ୍ବିନୀ ଟ୍ରେନ୍‌ ରହଣି ପାଇଁ ଡିଆରଏମ୍‌ଙ୍କ ନିକଟରେ ଦାବି

କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ରେଳ ଷ୍ଟେଶନରେ ୨ ମିନିଟ୍‌ ତାପସ୍ବିନୀ ଟ୍ରେନ୍‌ ରହଣି ସମେତ ବିଭିନ୍ନ ସମସ୍ୟା ଉପରେ...

ଭାରତ-ପାକିସ୍ତାନ ଯୁଦ୍ଧ ହେଲେ କେଉଁ ଦେଶ କାହା ସପକ୍ଷରେ ଯିବ? ଜାଣନ୍ତୁ କ’ଣ କହୁଛି ସମୀକରଣ

ଶ୍ରୀନଗର,୨୪।୪: ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଭାରତର ୨୬ ଜଣ ନିର୍ଦ୍ଦୋଷ ଲୋକ ପ୍ରାଣ ହରାଇଛନ୍ତି। ଏହି...

କେଉଁଠି ଅଛ ଶୀଘ୍ର ଆସ, ନ ହେଲେ ବିଳମ୍ବ ହୋଇଯିବ: ଓଓ୍ବାଇସିଙ୍କୁ ଫୋନ୍‌ କରି କାହିଁକି ଡାକିଲେ ଅମିତ ଶାହା

ନୂଆଦିଲ୍ଲୀ,୨୪।୪: ପହଲଗାମ ଆକ୍ରମଣ ପରେ, କେନ୍ଦ୍ର ସରକାର ଗୁରୁବାର ସମସ୍ତ ରାଜନୈତିକ ଦଳର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ସରକାର ପହଲଗାମରେ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image