ଖଡ଼ିଆଳ ବିଧାନସଭା: ଆଗେଇଲା ବିଜେଡି

ନୂଆପଡ଼ା ଅଫିସ,୨୩।୫: ଖଡ଼ିଆଳ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ ଆଗୁଆ ଅଛନ୍ତି। ଚତୁର୍ତ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଲମ୍ବୋଦର ୬୮୨୯ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଅଧିରାଜ ପାଣିଗ୍ରାହୀ ୬୮୦୮ ଭୋଟ ପାଇଛନ୍ତି।

Share