ଖୋର୍ଦ୍ଧାରେ ଭାଇଚାରାର ପର୍ବ ଇଦ୍‌ ପାଳିତ

ଖୋର୍ଦ୍ଧା ଅଫିସ,୫।୬: ରମଜାନ ମାସ ଶେଷ ହେବା ପରଦିନ ଈଶ୍ୱରଙ୍କ ପ୍ରଶଂସା ଗାନ କରି କୃତଜ୍ଞତା ଜ୍ଞାପନ କରିବା ପାଇଁ ଶେଷ ଦିନ ଇଦ୍‌- ଉଲ୍‌ – ଫିତର ପାଳନ କରାଯାଏ। ଏହି ଦିନ ତୃତୀୟ ଉପଦେଶ ମୁତାବକ ଦାନ(ଜକାତ୍‌) କରାଯାଏ । ଏହି ପର୍ବରେ ସମସ୍ତ ମୁସଲମାନ ନୂତନ ବସ୍ତ୍ର ପରିଧାନ କରିଥାନ୍ତି । ରମଜାନ ମାସର ଇଦ୍‌-ଉଲ୍‌-ଫିତର ପର୍ବ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି । ଖୋର୍ଦ୍ଧା ଜିଲାର କେରଙ୍ଗ, କାଇପଦର, ରାଉତପଡା, ତରତୁଆ ଆଦି ବିଭିନ୍ନ ଅଞ୍ଚଳରେ ଏହି ପର୍ବ ମହା ସମାରୋହରେ ପାଳନ ହୋଇଛି। ମୁସଲମାଲମାନ ଭାଇମାନେ ପରସ୍ପରଙ୍କୁ ଆଲିଙ୍ଗନ କରି ମିଠା ଖୁଆଇ ଇଦ୍‌ ମୁବାରକ୍‌ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଉପବାଚସ୍ପତି

ଭୁବନେଶ୍ୱର, ୧୧ା୪(ସୁନିତ୍‌ ମିଶ୍ର): ବର୍ତ୍ତମାନ ସମୟରେ ଓଡ଼ିଶାର ସୁନ୍ଦରଗଡ ଜିଲା ହେମଗିର ବ୍ଲକ ଓ କୋଇଡା ଅଞ୍ଚଳରେ ବ୍ୟାପକ ଭାବେ ଅବୈଧ କୋଇଲା, ଆଇରନ ଏବଂ...

ଏମ୍‌ଓୟୁକୁ ଆଉ ଥରେ କରି ବାହାବା ନେଉଛନ୍ତି: ବିଜେଡି

ଭୁବନେଶ୍ୱର, ୧୧ା୪(ସୁନିତ୍‌ ମିଶ୍ର): ନିକଟରେ ରାଜ୍ୟ ସରକାରଙ୍କ ଦ୍ୱାରା ଦିଲ୍ଲୀରେ ସ୍ବାକ୍ଷର ହୋଇଥିବା ଏମ୍‌ଓୟୁ ମଧ୍ୟରୁ ପାରାଦୀପସ୍ଥିତ ଇଣ୍ଡିଆନ ଅଏଲର ସମ୍ପ୍ରସାରଣ ସହ ସେଠାରେ ଇଣ୍ଟିଗ୍ରେଟେଡ୍‌...

ବିଜେଡି ମୁଖିଆଙ୍କ ମୁଠା ହୁଗୁଳା: ତାରା

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ବିଜେଡିରେ ସଂପ୍ରତି ଓ୍ବକ୍‌ଫ ବିଲ୍‌କୁ ନେଇ ଯେଉଁ ରାଜନୈତିକ ଆରୋପ ପ୍ରତ୍ୟାରୋପ ଦେଖାଦେଇଛି, ସେଥିରୁ ଦଳର ନେତା ଓ କର୍ମୀଙ୍କ ଅସନ୍ତୋଷ ସ୍ପଷ୍ଟ...

Featured Video Play Icon

‘ପରିବେଶକୁ ଯୁବପିଢ଼ି ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ’

ଭୁବନେଶ୍ୱର,୧୧ା୪: ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନ ସୃଷ୍ଟି କରିଛି। ପରିବେଶର ସୁରକ୍ଷା ପାଇଁ ଅନେକ କ୍ଷେତ୍ରରେ ପଦକ୍ଷେପ ନିଆଯାଉଥିବାବେଳେ, ‘ଧରିତ୍ରୀ...

IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୦।୪: ଗୁରୁବାର ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS) କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ତଦନୁସାରେ, ବର୍ତ୍ତମାନ ଗୃହ ବିଭାଗର ସ୍ୱତନ୍ତ୍ର...

କାଲିଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା

ଭୁବନେଶ୍ୱର,୧୦।୪: କାଲିଠାରୁ ଅର୍ଥାତ ଏପ୍ରିଲ ୧୧ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା। ଏନେଇ ରାଜ୍ୟ ଭାଜପା ସଭାପତି...

ବିଜେଡି ପାଇଁ ବୋଝ ନୁହେଁ ଆସେଟ୍‌ ଥିଲେ ପ୍ରଭାତ; ଅମରଙ୍କ ବୟାନଙ୍କୁ ନେଇ…

ଭୁବନେଶ୍ୱର,୧୦।୪: ୱକଫ୍‌ ବିଲ୍‌ରେ ଦ୍ୱିମତକୁ ନେଇ ବିଜେଡିରେ ଅନ୍ତଃକନ୍ଦଳ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମ ନବୀନ ପଟ୍ଟନାୟକଙ୍କ ବୟାନ ନିଆଁରେ ଘିଅ ଢ଼ାଳିବା ଭଳି ହୋଇଛି।...

ବିବାଦ ବଢୁଥିଲେ ବି ମୁହଁ ଖୋଲିଲେନି ସସ୍ମିତ, କହିଲେ ଦଳ ଦେବ ସ୍ପଷ୍ଟୀକରଣ

ଭୁବନେଶ୍ୱର,୧୦ା୪: ଓ୍ବକ୍‌ଫ ବିଲ୍‌କୁ ନେଇ ରାଜ୍ୟ ବିଜେଡିରେ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାଁ ନେଉନି। ଇତିମଧ୍ୟରେ ବିଦେଶ ଗସ୍ତରୁ ଫେରିଛନ୍ତି ଏମ୍‌ପି ସସ୍ମିତ ପାତ୍ର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image