Categories: ମେଟ୍ରୋ

ଖୋର୍ଦ୍ଧା ତହସିଲ ଅଞ୍ଚଳର ବେଆଇନ ପଥରଖଣି, କ୍ରଶର ଉପରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚଢ଼ାଉ

ଖୋର୍ଦ୍ଧା ଅଫିସ,୨୩।୭: ଖୋର୍ଦ୍ଧା ତହସିଲ ଅଞ୍ଚଳର ବିଭିନ୍ନ ବେଆଇନ ପଥର ଖଣି ଓ କ୍ରଶର ଉପରେ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ପକ୍ଷରୁ ମଙ୍ଗଳବାର ଚଢ଼ାଉ ଜାରିରହିଛି। ଏକକାଳୀନ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ୩ଟି ଟିମ୍‌ ଚଢ଼ାଉ ଜାରି ରଖିଥିବାବେଳେ ଶ୍ରମିକମାନେ କାର୍ଯ୍ୟବନ୍ଦକରି ଖଣି ଓ କ୍ରଶରରୁ ପଳାଇ ଯାଇଥିବା ଜଣାପଡ଼ିଛି।

Share