ଗଞ୍ଜାମ ଜିଲାର ସମସ୍ତ ସ୍କୁଲ ଛୁଟି

ବ୍ରହ୍ମପୁର ଅଫିସ,୮।୧: ବିଭିନ୍ନ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଜିଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡା ସୂଚନା ଦେଇଛନ୍ତି ା

Share