Advertisement

ଗଣତି ଚାଲିଛି ପୋଷ୍ଟାଲ ବାଲଟ

ଛତ୍ରପୁର,୨୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଆସିକା ଲୋକସଭା ଆସନ ପାଇଁ ପୋଷ୍ଟାଲ ବାଲଟର ଗଣତି ଛତ୍ରପୁର ସ୍ଥିତ ଜ଼ିଲାପାଳଙ୍କ ସମ୍ମିଳନୀ କକ୍ଷରେ ଚାଲିଛି। ରିଟର୍ଣ୍ଣିଂ ଅଫିସର ତଥା ଜ଼ିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉପସ୍ଥିତିରେ ଏହି ଗଣତି ଚାଲିଛି। ଅପରପକ୍ଷରେ ଇଭିଏମ୍‌ରେ ଭୋଟ ଗଣତି ବ୍ରହ୍ମପୁର, ଛତ୍ରପୁର, ଭଞ୍ଜନଗରରେ ଚାଲିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share