ଗଣମାଧ୍ୟମ ଜରିଆରେ ସାହାଯ୍‌ ଲାଗି ଗୁହାରି କଲେ: ଦିବ୍ୟାଙ୍ଗ ଝି’ପୁଓର ଚିନ୍‌ତାରେ ଗରିବ୍‌ ମା’ବାପ୍‌

ଖପ୍ରାଖୋଲ,୨୮।୮ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମହରାପଦର ପଁଚେତ୍‌ ବାଗଝରନ ଗଁାର ଜୟନ୍ତ ବରିହା। ପରିବାର କହେଲେ ମାଏକିନା ବିମଳା, ପୁଓ ନରେନ୍ଦ୍ର(୪) ଆର ଝି’ ଅମ୍ବିକା(୨)। ପୁଓ ଜନମ୍‌ ହେଲା ଉତାରୁ ପରିବାରରେ ଖୁସିର ମାହୋଲ ଥିଲା। ହେଲେ ପୁଓର ବଏସ୍‌ ବଢ଼ବାର ସଂଗେ ତାର ଶାରୀରିକ, ମାନସିକ ବିକାଶ ନାଇଁ ହେଲା। ଏନ୍‌ତା କି ସେ ଠିକ୍‌ସେ ଠିଆ ନାଇଁ ହେଇପାରବାର ଲାଗି ପରିବାର ଲୋକ୍‌ ଚିନ୍‌ତାରେ ପଡ଼ିଗଲେ। ସେନ୍‌ତା ଝି’ ଅମ୍ବିକା ୨ ବଛର୍‌ର ହେଇଥିଲାବେଲେ ସେ ଠିଆ ହେଇ କି କଥା କହି ନାଇଁ ପାରବାର। ଇଆଡ଼େ ଜୟନ୍ତ ଝନେ ଦିନ୍‌ ମଜୁରିଆ ହେଇଥିଲାବେଲେ ସେଥ୍‌ରୁ ସେ ଯାହା କମଉଛନ୍‌ ବଡ଼ା କଷ୍‌ଟେ ଦୁଇ ଛୁଆକର ଚିକିଛା କରଉଛନ୍‌। ଏନ୍‌ତାଥି ପରିବାର ଚଲାବାର ଜୟନ୍ତ ଲାଗି ଭିଡ଼ ପଡ଼ିଯାଉଛେ। ଇଆଡ଼େ ଡାକ୍‌ତର ଛୁଆକୁ ପୋଲିଓ ହେଇଛେ ବଲି କହୁଥିବାର ଜୟନ୍ତ କହିଛନ୍‌। ଏନ୍‌ତାଥି ଝି’ପୁଓର ଚିକିଛାକେ ନେଇ ମା’ବାପ୍‌ ଚିନ୍‌ତାରେ ପଡ଼ିଛନ୍‌। ଗରିବ୍‌ ମା’ବାପ୍‌ ଝି’ପୁଓକେ ସରକାରୀ ଚିକିଛା ସୁବିଧା ଯୁଗେଇ ଦେବାକେ ଗଣମାଧ୍ୟମ ଜରିଆରେ ଜିଲା ପରଶାସନକେ ନିବେଦନ କରିଛନ୍‌। ଇଆଡ଼େ ଜୟନ୍ତ ଝନେ ନିହାତି ଗରିବ୍‌ ଶ୍ରେଣୀର ହେଇଥିଲାବେଲେ କୁଟୁମବସିଆ ଗୁଟେ ମାଏଟ୍‌ କୁରିଆରେ ରହୁଛନ୍‌। ସେନ୍‌ତା ସରକାରୀ ସାହାଯ୍‌ କହେଲେ ପଁଚେତ୍‌ରୁ ମାସିକ୍‌ ମିଲୁଥିବାର ୫ କେ.ଜି. ଚାଉଲ। ଇ ବାବ୍‌ଦେ ଖପ୍ରାଖୋଲ ବିଡିଓ ତରଣୀ ସୁନାକୁଁ ପଚରାଲାରୁ ଇ ଘଟନା ବାବ୍‌ଦେ ଜାନିଛେଁ। ବହୁତ୍‌ ଜଲଦି ଦୁଇ ଛୁଆକୁ ଭତା ଯୁଗେଇ ଦେବାର ବେବସ୍‌ତା କରାଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତିକରଣ ପାଇଁ ପାଟଣା ବଜାରରୁ ଉଚ୍ଛେଦ ହେବ ଜବରଦଖଲ

ପାଟଣା,୨୪/।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ଥିକରଣ ସକାଶେ ଜବରଦଖଲ ଉଚ୍ଛେଦ ପାଇଁ ଘୋଷଣା କରିଛି।...

ବିଦ୍ୟୁତ ସଂଯୋଗକୁ ନେଇ ଏଲ ଆଣ୍ଡ ଟି କମ୍ପାନୀକୁ ବିରୋଧ କଲେ ଗ୍ରାମବାସୀ

ପରଜଙ୍ଗ,୨୪।୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ତୋର ପଞ୍ଚାୟତ ଅନ୍ତର୍ଗତ ଚାନ୍ଦପୁର ଗାଁରେ ଉଠା ଜଳ ସେଚନ ପ୍ରକଳ୍ପ ନିର୍ମାଣ କରୁଥିବା ଏଲ ଆଣ୍ଡ ଟି...

ଦାରିଙ୍ଗବାଡି ଆଇଆଇସିଙ୍କ ଡିଏସପି ପାହ୍ୟାକୁ ପଦନ୍ନୋତି , ଜିଲାରେ ୬ ଜଣ ଅଧିକାରୀଙ୍କ ପଦନ୍ନୋତି

ଦାରିଙ୍ଗବାଡି, ୨୪ ।୪ (ଅରୁଣ ସାହୁ): ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଆଇଆଇସିମାନଙ୍କୁ ଓପିଏସ ଗ୍ରୁପ-ଏ (ଜୁନିଅର ଶାଖା)ର ଗ୍ରେଡକୁ ପଦୋନ୍ନତି କରାଯାଇଛି। ଏହି...

Pahalgam Terror Attack: ନିସ୍ତବ୍ଧ ଇଶାଣୀ ଗାଁ

ବାଲେଶ୍ୱର, ୨୪।୪(ବାଞ୍ଛାନିଧି ଦେ):ବାଲେଶ୍ୱର ସଦର ବ୍ଲକ ସାରଗାଁ ପଞ୍ଚାୟତ ଅଧୀନ ଇଶାଣୀ ଗାଁ ଏବେ ନିସ୍ତବ୍ଧ। ସମସ୍ତେ ହତବାକ୍‌ ଓ ମ୍ରିୟମାଣ। ପ୍ରଶାନ୍ତଙ୍କ ମୃତ୍ୟୁକୁ କେହି...

ମାଙ୍କଡ ଡେଇଁଚି, ସମୟ କହିପାରିବୁନି; ଅଘୋଷିତ ବିଦ୍ୟୁତ୍ କାଟ ପାଇଁ ଲୋକେ ଛଟପଟ

ଭଞ୍ଜନଗର,୨୪/୪(ବାବୁଲା ପ୍ରଧାନ)-ଅସହ୍ୟ ଗରମ ଯୋଗୁଁ ଲୋକେ ଆଜକୁ କିଛି ଦିନ ହେବ ଛଟପଟ ହେଉଛନ୍ତି। ଅନ୍ୟପଟେ ଭଞ୍ଜନଗର ଅଞ୍ଚଳରେ ଟାଟା ପାୱାର ପକ୍ଷରୁ ବାରମ୍ବାର ଅଘୋଷିତ...

Terror Attack Death: ଜନ୍ମମାଟିରେ ପହଞ୍ଚିଲା ଓଡ଼ିଆ ପୁଅଙ୍କ ମର ଶରୀର

ବାଲେଶ୍ୱର,୨୪।୭: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି...

ଢେଙ୍କାନାନ ପୋଲିସ -ଅପରାଧି ଗୁଳି ବିନିମୟ , କିଙ୍ଗ ଅଫ ଫରେଷ୍ଟ ଗ୍ୟାଙ୍ଗ ସଦସ୍ୟ ଆହତ

ଢ଼େଙ୍କାନାଳ,୨୪।୪(ରତନ ନାୟାର): ଢେଙ୍କାନାଳ ପୋଲିସ ଓ ଜଣେ ଦୂର୍ଦ୍ଧଷ ଅପରାଧି ମଧ୍ୟରେ ବୁଧବାର ବିଳମ୍ବିତ ରାତିରେ ଗୁଳି ବିନିମୟ ହୋଇଛି । ଏହି ଘଟଣାରେ ଜିଲାର...

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image